ଦୁଇ ସହଯୋଗୀଙ୍କ ସହ କଫ୍‌ସିରପ୍‌ ମାଷ୍ଟରମାଇଣ୍ଡ ସାନ ନେଗୀ ଗିରଫ

ବଲାଙ୍ଗୀର ଅଫିସ, ୯।୧- କଫ୍‌ସିରପ କାରବାରର ମାଷ୍ଟରମାଇଣ୍ଡ ସାନ ନେଗୀ ଓ ତାଙ୍କର ଦୁଇ ସହଯୋଗୀ ଅଜିତ ନନ୍ଦ ଓ ବାଦଶାହ ମାନଙ୍କୁ ଗୁରୁବାର ଭୁବନେଶ୍ୱରରୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କୁ ବଲାଙ୍ଗୀର ଅଣାଯାଇ ଏକ ଗୁପ୍ତ ସ୍ଥାନରେ ପଚରାଉଚୁରା କରାଯାଉଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri