ଦୁଇ ହାତ ନ ଥିବା ଦିବ୍ୟାଙ୍ଗ ଯୁବକ ଗୋଡ଼ ଆଙ୍ଗୁଳିରେ ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୨୩।୪: ଭୋଟ ଦେବା ପାଇଁ ଦେଶର ଲୋକଙ୍କ ମଧ୍ୟରେ ଦେଖା ଦେଇଛି ପ୍ରବଳ ଉତ୍ସାହ। ବିଭିନ୍ନ ପ୍ରତିବନ୍ଧକ ସତ୍ତ୍ୱେ ଉତ୍ସାହ ଫିକା ପଡ଼ିନି। ବିହାର ମଧୁବନରେ ଦୁଇ ହାତ ନ ଥିବା ଜଣେ ବିଦ୍ୟାଙ୍ଗ ଯୁବକ ଗୋଡ ଆଙ୍ଗୁଳିରେ କାଳି ଲଗାଇ ଭୋଟ ଦେଇଛନ୍ତି। ସ୍ଥାନୀୟ ଅନ୍ଧରାଠାଢିରେ ଥିବା ବୁଥ୍‌ ନମ୍ବର ୨୪୪ରେ ଦିବ୍ୟାଙ୍ଗ ଯୁବକ ଜଗନ୍ନାଥ କୁମାର ସୃଷ୍ଟି କରିଛନ୍ତି ଏକ ନିଆରା ଉଦାହରଣ। ଦେଶରେ ନୂଆ ସରକାର ଗଠନ ସହିତ ଗଣତନ୍ତ୍ରକୁ ସୁରକ୍ଷିତ ରଖିବା ପାଇଁ ତାଙ୍କର ଶାରୀରିକ ଦିବ୍ୟାଙ୍ଗତା ମନର ଉତ୍ସାହ ଆଗରେ ବାଧା ସୃଷ୍ଟି କରି ପାରି ନାହିଁ। ସେ ଭୋଟ କେନ୍ଦ୍ରରେ ପହଞ୍ଚି ଗୋଡ ଆଙ୍ଗଳିରେ ଇଭିଏମ୍‌ ବଟନ ଦବାଇଥିଲେ। ଏବେ ଜଗନ୍ନାଥଙ୍କ ଭୋଟ ଦେବା ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ଏକ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri