ଦୁନିଆରେ ହାହାକାର: ବିପଦରେ ମାନବାଧିକାର; ୧୧୯ ଦେଶରେ ଲୋକଙ୍କ ସ୍ବାଧୀନତା ଉପରେ ପହରା

ଓ୍ବାଶିଂଟନ,୧୦।୧୨: ପ୍ରତିବର୍ଷ ଡିସେମ୍ବର ୧୦ରେ ବିଶ୍ୱ ମାନବାଧିକାର ଦିବସ ପାଳିତ ହୋଇଥାଏ। ଲୋକଙ୍କ ମଧ୍ୟରେ ମାନବାଧିକାର ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଏହା କରାଯାଇଥାଏ। ତେବେ ଏବେ ଦୁନିଆରେ ହାହାକାର ସୃଷ୍ଟି ହୋଇଛି। ମାନବାଧିକାର ବିପଦରେ ପଡ଼ିଛି। ୧୧୯ଟି ଦେଶରେ ସ୍ଥାନୀୟ ସରକାରଙ୍କ ପକ୍ଷରୁ ଲୋକଙ୍କ ସ୍ବାଧୀନତା ଉପରେ ପହରା ଲଗାଯାଇଛି। ଏହା ଦ୍ୱାରା ୨ କୋଟି ୭୦ ଲକ୍ଷରୁ ଅଧିକ ଲୋକ ଅତି ଦୁଃଖରେ ଜୀବନ ବିତାଉଛନ୍ତି। ଇସ୍ରାଏଲ୍‌ରେ ସର୍ବାଧିକ ମାନବାଧିକାରର ଉଲ୍ଲଂଘନ ହୋଇଛି। ୨୦୧୪ରେ ୧୮ଟି ଦେଶରେ ମାନବାଧିକାରକୁ ଉଲ୍ଲଂଘନ କରାଯାଇ ଯୁଦ୍ଧ ଅପରାଧ ବୃଦ୍ଧି ପାଇଥିବା ଜାତିସଂଘ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri