ଦୁବାଇରେ ଭାରତୀୟ ଛାତ୍ରୀଙ୍କୁ କରୋନା

ଦୁବାଇ,୬ା୩(ପି.ଟି.): ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ କରୋନା ରୋଗୀସଂଖ୍ୟା ୨୮କୁ ବୃଦ୍ଧି ପାଇଥିବାବେଳେ ସେମାନଙ୍କ ମଧ୍ୟରେ ଜଣେ ଭାରତୀୟ ଛାତ୍ରୀ ରହିଛନ୍ତି। ଦୁବାଇର ଭାରତୀୟ ସ୍କୁଲରେ ପଢ଼ୁଥିବା ୧୬ ବର୍ଷୀୟା ଛାତ୍ରୀ କରୋନା ସଂକ୍ରମିତ। ବିଦେଶ ଯାଇଥିବା ତାଙ୍କ ବାପାଙ୍କ ଠାରୁ ଛାତ୍ରୀ ଜଣକୁ ଏହି ଭୂତାଣୁ ସଂକ୍ରମିତ ହୋଇଥିବା ରିପୋର୍ଟରେ କୁହାଯାଇଛି। ପ୍ରତିକାର ବ୍ୟବସ୍ଥା ସ୍ବରୂପ ଦୁବାଇରେ ଥିତ୍ବା ଉକ୍ତ ଭାରତୀୟ ସ୍କୁଲ୍‌କୁ ବନ୍ଦ କରିଦିଆଯାଇଛି।

Share