ଦୁବାଇ ଏୟାରପୋର୍ଟରେ ଭାରତୀୟ ମହିଳାଙ୍କ ସନ୍ତାନ ଜନ୍ମ

ଦୁବାଇ,୨୧ା୪(ପି.ଟି): ଦୁବାଇ ଏୟାରପୋର୍ଟରେ ଜଣେ ଭାରତୀୟ ମହିଳା ଏକ ଶିଶୁ ଜନ୍ମ କରିଛନ୍ତି । ଏଥିରେ ଜଣେ ମହିଳା ଇନ୍ସପେକ୍ଟର ସହାୟତା କରିଥିଲେ। ଆସନ୍ନ ପ୍ରସବା ମହିଳାଙ୍କୁୁ ତୁରନ୍ତ ଏୟାରପୋର୍ଟର ଇନ୍ସପେକ୍ସନ୍‌ ରୁମ୍‌କୁ ନେଇଯାଇଥିଲେ ମହିଳା ଇନ୍ସପେକ୍ଟର କର୍ପୋରାଲ ହନାନ୍‌ ହୁସେନ ମହମ୍ମଦ। ନବଜାତ ଶିଶୁଟି ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ହନାନ ଆମ୍ବୁଲାନ୍ସ ଡାକି ମା’ ଓ ଶିଶୁକୁ ହସ୍ପିଟାଲ୍‌କୁ ନେଇଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri