ଦୁର୍ଗମ ଅଞ୍ଚଳରେ ନାହିଁ ମାସ୍କ: ପତ୍ରରେ ତିଆରି କରି ପିନ୍ଧିଲେ ଲୋକେ

ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍‌.ଏ.): କରୋନା ଭୂତାଣୁ କିଭଳି ସଂକ୍ରମଣ ନ ହେବ ସେନେଇ ଜିଲା ପ୍ରଶାସନ ସମସ୍ତ ଉଦ୍ୟମ କରିବା ସହ ରାଜ୍ୟ ଏବଂ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତିି। ସହର ଅପେକ୍ଷା ଦୁର୍ଗମ ଗ୍ରାମଗୁଡ଼ିକରେ ଅନୁସୂଚିତ ଜନଜାତି ଏବଂ ଜାତି ସଂପ୍ରଦାୟର ଲୋକ ବହୁତ ସଚେତନ ହୋଇପାରିଛନ୍ତି। ଗାଁ ଗାଁରେ ଆଶାକର୍ମୀଙ୍କ ସହ ଅଙ୍ଗନବାଡ଼ିକର୍ମୀ ଏବଂ କିଛି ସ୍ବେଚ୍ଛାସେବୀ ଅନୁଷ୍ଠାନ ମିଶି ଲୋକଙ୍କୁ ସଚେତନ କରୁଛନ୍ତି। କିଭଳି ହାତ ଧୋଇବେ ଏବଂ ମାସ୍କ ବ୍ୟବହାର କରାଯିବ ସେସମ୍ପର୍କରେ ସଚେତନତା ସୃଷ୍ଟି କରୁଛନ୍ତି। ତେବେ ଦୁର୍ଗମ ଗ୍ରାମରେ ଲୋକଙ୍କୁ ମାସ୍କ ସରକାରୀ କିମ୍ବା ବେସରକାରୀସ୍ତରରେ ଯୋଗାଇ ଦିଆଯାଇ ନ ଥିବା ବେଳେ ନିଜେ ଶାଳପତ୍ରରେ ଦେଶୀ ମାସ୍କ ତିଆରି କରି ପିନ୍ଧିବା ଦେଖିବାକୁ ମିଳିଛି। ଉକ୍ତ ବ୍ଲକର ପର୍ତ୍ତମାହା ସମେତ ସିଆଙ୍ଗବାଲି, ଭ୍ରମରବାଡ଼ି, ସୋନପୁର ଆଦି ଅଞ୍ଚଳରେ ଏପରି ଦେଖିବାକୁ ମିଳିବା ସହ ବହୁତ ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?