ଫିରଙ୍ଗିଆ,୨୮ା୧୨(ଡି.ଏନ.ଏ.): ଫିରିଙ୍ଗିଆ ବ୍ଲକର ଆରଡବ୍ଲ୍ୟୁଏସ୍ଏସ୍ ଯନ୍ତ୍ରୀ ଦୁର୍ଘଟଣାର ଶୀକାର ହୋଇ ରାସ୍ତାରେ ପଡ଼ିଥିବା ୨ଜଣ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଇ ମାନବିକତାର ପରିଚୟ ଦେଇଛନ୍ତି। ପ୍ରକାଶଯେ, ଆରଡବ୍ଲ୍ୟୁଏସ୍ଏସ୍ ବିଭାଗ କନିଷ୍ଠ ଯନ୍ତ୍ରୀ ସାମ୍ବାରିଆ ବେହେରା, ସହକାରୀ ଯନ୍ତ୍ରୀ ଜି.ଦେବହରୀ ପ୍ରଧାନ ଗୋଛପଡା ପଟୁ କାମ ସାରି ଫେରୁଥିଲେ। ଗୋଛାପଡା ରାସ୍ତାର ମାଝିପଡା ଘାଟି ନିକଟରେ ୨ ବାଇକ୍୍ ଆରୋହୀ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ମଝିରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ପରେ ଉଭୟ ଗାଡି ଅଟକାଇ ଗୁରୁତର ଦ୍ୱୟଙ୍କୁ ଫିରିଙ୍ଗିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।
ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…
ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…
ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର
ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…
ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା
ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…
ନିଜସ୍ବ ଗୃହକୁ ପ୍ରବେଶ କଲା ବଣିକ ସଙ୍ଘ: ସିମନବାଡ଼ିରେ ଗୃହ ପ୍ରତିଷ୍ଠା, ଉତ୍ସବ ସମ୍ପନ୍ନ
ଦାରିଙ୍ଗବାଡ଼ି,୧୫।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ମା’ ପାଟ୍ଟଖଣ୍ଡା ବଣିକ ସଙ୍ଘ ଶୁକ୍ରବାର ନିଜସ୍ବ ନୂତନ କୋଠାରେ ପ୍ରବେଶ କରିଛି। ଏହି ଅବସରରେ…
ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ଦାବିପତ୍ରରେ ଭୂମିହୀନଙ୍କୁ…
ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶୁକ୍ରବାର ଅଲ୍ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ…
ନିଶା ସେବନକୁ ବିରୋଧ କଲେ ପୁଅ, କୀଟନାଶକ ପିଇଦେଲେ ବାପା: ଆଉ ତା’ପରେ…
ଦାରିଙ୍ଗବାଡି, ୧୨।୫ (ଅରୁଣ ସାହୁ):ନିଶା ସେବନ କରି ଘରକୁ ଫେରିଥିଲେ ଜଣେ ବୃଦ୍ଧ। ଆଉ ନିଶା ସେବନକୁ ପୁଅ ବିରୋଧ କରିବାରୁ ବୃଦ୍ଧ ବାପା କୀଟନାଶକ ପିଇଦେଇ…
ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍
ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…
ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ
ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ…
Archives

