Posted inଜାତୀୟ

ଦୁର୍ଘଟଣାଗ୍ରସ୍ତ ଏଏନ୍‌-୩୨ ବାୟୁସେନା ବିମାନର ମିଳିଲା ବ୍ଲାକ୍‌ ବକ୍ସ

ସିୟାଂଗ,୧୩।୬: ବାୟୁସେନାର ଦୁର୍ଘଟଣାଗ୍ରସ୍ତ ବିମାନ ଏଏନ୍‌-୩୨ନିକଟରେ ଏହାର ଏକ ଟିମ୍‌ ପହଞ୍ଚିଥିବା ସୂଚନା ମିଳିଛି। ଗୁରୁବାର ସକାଳେ ସର୍ଚ୍ଚ ଟିମ୍‌ ସେଠାରେ ପହଞ୍ଚିଥିବା ବେଳେ ଏଥିରେ ଥିବା ସମସ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। କାରଣ ଏଠାରେ ଜୀବିତ ବ୍ୟକ୍ତିଙ୍କର କୌଣସି ସନ୍ଧାନ ମିଳିନାହିଁ। ତେବେ ବିମାନରେ ଥିବା ବ୍ୟକ୍ତିଙ୍କ ପରିଜନଙ୍କୁ ଏସମ୍ପର୍କରେ ପୂର୍ବରୁ ସୂଚନା ଦିଆଯାଇଥିଲା। ଏବେ ବିମାନଟିର ବ୍ଲାକ୍‌ ବକ୍ସ ମିଳିଥିବା ବେଳେ ଦୁର୍ଘଟଣାର କାରଣ ସମ୍ପର୍କରେ ଅଧିକ ତଥ୍ୟ ମିଳିପାରିବ ବୋଲି ଆଶା କରାଯାଉଛି। ସୂଚନାଯୋଗ୍ୟ, ଗତ ମଙ୍ଗଳବାର ଅରୁଣାଚଳ ପ୍ରଦେଶର ପଶ୍ଚିମ ସିୟାଂଗ ଜିଲାରେ ଏହାର ଭଗ୍ନାବଶେଷ ମିଳିଥିଲା। ଜୁନ୍‌ ୩ରେ ଏହା ଜୋରହାଟ ବିମାନ ବନ୍ଦରରୁ ଉଡିବାର ମାତ୍ର ଅଳ୍ପ ସମୟ ପରେ ନିଖୋଜ ହୋଇ ଯାଇଥିଲା। ହେଲେ ପାଗ ଖରାପ ଯୋଗୁ ଉଦ୍ଧାର କାର୍ଯ୍ୟରେ ବିଳମ୍ବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri