କାର ତଳେ ଚାପି ହୋଇ ଶ୍ୱଶୁର ମୃତ, ଅଳ୍ପକେ ବର୍ତିଲେ ଜ୍ୱାଇଁ

ଓଡଗାଁ,୨୪।୫(ସ୍ବ.ପ୍ର.)-ନୟାଗଡ ଜିଲା ଓଡ଼ଗାଁ ଆଦର୍ଶ ଥାନା ପଥରାପିଚୁ ଫାକ୍ଟ୍ରି ନିକଟରେ ରବିବାର ଅପରାହ୍ନରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ କାର ତଳେ ଚାପି ହୋଇ ଜଗତସିଂହପୁର ଜିଲା ରାହାମା ଅଞ୍ଚଳର ରଞ୍ଜନ କୁମାର ସାହୁ(୬୦)ଙ୍କ ମୃତ୍ୟୁ ଘଟିଛି। ହେଲେ କାର ଚାଳକ ଶିବପ୍ରସାଦ ସେନାପତି (୩୬) ସାମାନ୍ୟ ଆହତ ହୋଇଥିବାବେଳେ ସୌଭାଗ୍ୟବଶତଃ ବର୍ତି ଯାଇଛନ୍ତି। ମୃତକ ଶିବପ୍ରସାଦଙ୍କ ଶ୍ୱଶୁର ବୋଲି ଜଣାଯାଇଛି। ଉଭୟେ ସକାଳୁ ଭୁବନେଶ୍ୱରରୁ ବାହାରି ରାଇକିଆ କୌଣସି କାମରେ ଯାଇ ପୁଣି ଫେରୁଥିବାବେଳେ କାରଟି ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଓଲଟି ପଡିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ କାର ଜବତ କରିବା ସହିତ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ…

ବିଲକୁ ଖତ ନେଇ ଯାଇଥିଲେ ଚାଷୀ, ହଠାତ୍‌ ମାରିଲା ବିଜୁଳି-ଘଡ଼ଘଡ଼ି, ଆଉ ତା’ ପରେ…

ଖଣ୍ଡପଡ଼ା,୩୦ା୪(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରୟତି ଢୋଲମରା ଗ୍ରାମପଞ୍ଚାୟତ ଅଧୀନ ମଇଁଶିବିନ୍ଧା ଗ୍ରାମର ଜନୈକ ଗରିବ ଚାଷୀ ଭଗବାନ ନାୟକଙ୍କ ପୁତ୍ର…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ମହିଳାଙ୍କୁ ଯୌନ ନିର୍ଯାତନା ଦେବା ଏସ୍‌ଡିପିଓଙ୍କୁ ପଡ଼ିଲା ମହଙ୍ଗା: ରାତି ୧୨ଟାରେ ଫୋନ୍‌ କରି କହୁଥିଲେ ଏମିତି…

ନୟାଗଡ଼,୨୧ା୪(ଲୋକନାଥ ମିଶ୍ର): ମହିଳାଙ୍କୁ ଯୌନ ନିର୍ଯାତନା ଦେବା ମହଙ୍ଗା ପଡ଼ିଛି। ନୟାଗଡ଼ ଜିଲା ଖଣ୍ଡପଡ଼ା ସବ୍‌ଡିଭିଜନାଲ ପୋଲିସ ଅଫିସର (ଏସ୍‌ଡିପିଓ) ମଦନ ମୋହନ ପ୍ରଧାନଙ୍କ ମଙ୍ଗଳବାର ମୁଖ୍ୟାଳୟକୁ…

ସମାଲୋଚନା ପରେ ବଦଳିଲା ନିଷ୍ପତ୍ତି, ନୟାଗଡ଼ରେ ୨୦ ରୁ ୨୩ ସମସ୍ତ ବିଦ୍ୟାଳୟ ଛୁଟି

ନୟାଗଡ଼, ୧୯।୪(ଲୋକନାଥ ମିଶ୍ର): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲା ପ୍ରଶାସନ ଜିଲାର ସମସ୍ତ ପ୍ରକାର ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଗୁଡ଼ିକୁ ଚଳିତ…

ଚିତାବାଘ ଛାଲ-ବଜ୍ରକାପ୍ତା କାତି ଚୋରା ଚାଲାଣ କରୁଥିଲେ ମା’-ପୁଅ; ମାଡିବସିଲା ବନ ବିଭାଗ, ବଜ୍ରକାପ୍ତାକୁ ୧୬୪ ଖଣ୍ଡ…

ନୟାଗଡ଼,୧୬।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜ କୁଜାମେଣ୍ଡି ବିଟ ହାଉସ ଅଞ୍ଚଳରୁ ଚିତାବାଘର ଛାଲ ଓ ୧୬୪ ଖଣ୍ଡ ବଜ୍ରକାପ୍ତା କାତି ଜବତ ହୋଇଛି ।…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri