କେନ୍ଦୁଝର, ୨୪।୧୦(ସ୍ବ.ପ୍ର.): ଟାଉନ ଥାନା ଠାକୁରପାଟଣା ଅଚିନ୍ତା ମଠ ନିକଟ ୨୦ ନମ୍ବର ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ବାଇକ୍ରୁ ତଳେ ପଡ଼ି ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନରେଶ ମହାନ୍ତି। ତାଙ୍କ ଘର ଶିରିଶପାଳ ଗ୍ରାମରେ ବୋଲି ଜଣାପଡିଛି ା
ନରେଶ ଘଟଗାଁ କଲେଜର ଯୁକ୍ତ ୩ ଦ୍ୱିତୀୟ ବର୍ଷର ଛାତ୍ର ଥିଲେ। ଗୁରୁବାର ଅପରାହ୍ନରେ ସେ ସ୍କୁଟର ଯୋଗେ ଘରକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ବ୍ୟାରିକେଟକୁ ଧକ୍କା ଦେଇ ତଳେ ପଡ଼ିଯାଇଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
Posted inଆମ ଜିଲା ଖବର, କେନ୍ଦୁଝର View All
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ
ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…
କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ
ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…
ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ
ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…
ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍ ଛଡାଇ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…
ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ
ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…
Archives

