ବାହାନଗା, ୨୯ା୧୧(ଡି.ଏନ.ଏ.)-ଗୁରୁବାର ରାତି ସାଢେ ୮ ଟାରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ବେଗୁନିଆ ନିକଟରେ ଏକ ମୋଟରସାଇକେଲ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ଜଣ ଗୁରୁତର ଆହତ ହୋଇଛନ୍ତି।
ଈଶ୍ୱରପୁର ଗ୍ରାମକୁ ପ୍ରକାଶ ସାମଲ ଓ ଉମାଶଙ୍କର ମହାପାତ୍ର ବାଲେଶ୍ୱରରୁ ଏକ ମୋଟରସାଇକେଲ (ନଂ. ଓଡି ୦୧ ଏମ୍-୮୫୪୮) ଯୋଗେ ଫେରୁଥିବା ବେଳେ ବେଗୁନିଆସ୍ଥିତ ୧୬ ନମ୍ବର ଜାତୀୟ ରାଜପଥଠାରେ ବିଶ୍ୱନାଥ ରାଉତଙ୍କୁ ଧକ୍କା ଦେଇଥିଲେ। ଫଳରେ ଦୁଇ ମଟରସାଇକେଲ ଆରୋହୀ ସମେତ ବିଶ୍ୱନାଥ ଗୁରୁତର ଅବସ୍ଥାରେ ତଳେପଡିଥିଲେ। ସେମାନଙ୍କୁ ସ୍ଥାନୀୟ ଲୋକେ ଆମ୍ବଲାନ୍ସ ଯୋଗେ ସୋର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରକାଶ ସାମଲଙ୍କର ମୃତ ଘଟିଛି। ଖନ୍ତାପଡା ଥାନା ପୋଲିସ ମୋଟରସାଇକେଲ ଜବତ କରିଛି ା
Posted inଆମ ଜିଲା ଖବର, ବାଲେଶ୍ୱର View All
ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…
ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…
ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…
ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…
‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍ପି: କଲେ ବୃକ୍ଷରୋପଣ
କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍ପି ସୁଜିତ୍ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…
ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ
ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…
ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ
ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…
ବନ୍ଦ ହେଲା ହୀରାକୁଦର ୬ ଗେଟ୍, ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…
ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….
ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…
ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ
ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

