ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ଜୀବନଗଲା

ରାୟଗଡ଼ା ଅଫିସ, ୨୯।୧୨: ରାୟଗଡ଼ାର ଗଜପତି ଛକରେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକରେ ଧକ୍କା ହୋଇ ବାଇକ ଚାଳକଙ୍କ ମୃତ ହୋଇଛି । ମୃତକ ଜଣକ ହେଲେ କୋଲନରାର ହାରକା ରାଜା। ନିଜ ବନ୍ଧୁଙ୍କ ସହ କୌଣସି କାମରେ ରାୟଗଡ଼ା ଆସିଥିବାବେଳେ ଏଭଳି ଅଘଟଣ ଘଟିଛି। ସୂଚନାଯୋଗ୍ୟ, ଗଜପତି ଛକରେ ତୃପ୍ତି ହୋଟେଲ ଛକଠାରେ ଏକ ଟ୍ରକ୍‌ ଅଟକି ଥିଲା। ବାଇକ ଚାଳକ ଜଣଙ୍କ ଟ୍ରକଟିକୁ ନ ଦେଖି ହଠାତ ତା’ ସହ ବାଡେଇ ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ବାଇକ୍‌୍‌ ଚାଳକଙ୍କ ମୃତ୍ୟୁ ହୋଇଥିଲା। ଟ୍ରକଟି କୋରାପୁଟର କିଛି ପିଲାଙ୍କୁ ପିକନିକ୍‌ ନେଇ ଜେକେ ଅଭିମୁଖେ ଯାଉଥିବା ସମୟରେ ଗଜପତି ଜଙ୍କସନରେ ଦୁର୍ଘଟଣା ଘଟିଛି। ଟ୍ରକ ମାଲିକଙ୍କୁ ରାୟଗଡ଼ା ପୋଲିସ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri