ଦୁର୍ଘଟଣାରେ ଭଉଣୀଭାଇଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ୍‌,୧୫।୧୦ : ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ମହିପୁର ଛକରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଣ୍ଟୁ ବେନିଆ(୨୧)ଓ ତାଙ୍କ ଭଉଣୀ ସଞ୍ଜୁ ବେନିଆ(୧୫)। ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି। ସୂଚନା ଅନୁସାରେ, ସାଲେପାଲିସ୍ଥିତ ଜଗବନ୍ଧୁ ଶିକ୍ଷା ନିକେତନରେ ସଞ୍ଜୁ ଅଧ୍ୟୟନ କରୁଥିବାବେଳେ ଦଶହରା ଛୁଟି ସାରି ନିଜ ଭାଇଙ୍କ ସହ ମୋଟରସାଇକେଲରେ ସ୍କୁଲକୁ ଯାଉଥିଲେ। ରାସ୍ତା ଅତିକ୍ରମ କରିବା ବେଳେ ତୁଷୁରା ପଟୁ ଆସୁଥିବା ଏକ ଚାଉଳ ବୋଝେଇ ଟ୍ରକ ମହିପୁର ଛକ ନିକଟରେ ସେମାନଙ୍କ ବାଇକକୁ ଧକ୍କା ଦେଇଥିଲା। ଫଳରେ ସେମାନେ ଛିଟିକି ହୋଇ ରାସ୍ତା କଡରେ ପଡି ଯାଇଥିଲେ। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।ଉଭୟଙ୍କ ମୃତ୍ୟୁରେ ସଞ୍ଜୁଙ୍କ ସ୍କୁଲରେ ମଧ୍ୟ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri