ଦୁର୍ଘଟଣାରେ ଯୁବକଙ୍କ ଜୀବନ ଗଲା

ଝାରବନ୍ଧ,୧୦।୫(ଡି.ଏନ.ଏ): ବରଗଡ଼ ଜିଲା ଜଗଦଲପୁରସ୍ଥିତ ଏକ ସୋ ରୁମରୁ ନୂଆ ବାଇକ୍‌ କିଣି ସେଥିରେ ଘରକୁ ଫେରିବା ବାଟରେ ରବିବାର ଜଣେ ଯୁବକ ଦୁର୍ଘଟଣା ସମ୍ମୁଖୀନ ହୋଇ ମୃତ୍ୟୁମୁଖରେ ପଡ଼ିଛନ୍ତି । ମୃତକ ହେଲେ ଝାରବନ୍ଧ ଥାନା ଡଭା ନିକଟ ଅନୁଗୁଳର ରାଜକୁମାର ସାହୁ(୩୧) । ବାଇକ୍‌ କିଣି ସାରି ଘରକୁ ଫେରିବା ବାଟରେ ସରଗୁଲ ନିକଟ ଏକ ଗଛରେ ବାଇକ୍‌ଟି ପିଟି ହୋଇଥିଲା । ଫଳରେ ସେ ଗୁରୁତର ଆହତ ହୋଇଥିଲେ । ତାଙ୍କୁ ସେଠାରୁ ଉଦ୍ଧାର କରି ପଦ୍ମପୁର ଡାକ୍ତରଖାନା ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri