ଛତ୍ରପୁର,୧୫ା୧(ଡି.ଏନ୍.ଏ.)-ଛତ୍ରପୁରର ସତ୍ୟବାଦୀ ନଗର -ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ରାତିରେ ଏକ ଟ୍ରକ୍କୁ ଅନ୍ୟ ଏକ ଟ୍ରକ୍ ପଛରୁ ଧକ୍କା ଦେବା ଫଳରେ ୨ ଟ୍ରକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ପଶ୍ଚିମବଙ୍ଗ ବର୍ଦ୍ଧମାନ ଅଞ୍ଚଳର ରାଜେଶ ଓ ଫରାଜ୍। ମିଳିଥିବା ସୂଚନା ଅନୁଯାୟୀ, ଆନ୍ଧ୍ରପ୍ରଦେଶର ଏକ ଟ୍ରକ୍ (ଡବ୍ଲ୍ୟୁବି୪୧ଏଫ୍-୦୨୫୪) ଖରାପ ହୋଇଥିଲା। ଏହାକୁ ଅନ୍ୟଏକ ଟ୍ରକ୍ (ଡବ୍ଲ୍ୟୁବି୪୧ଇ-୫୫୬୭) ଚେନ୍ରେ ବାନ୍ଧି ଟାଣି ଆଣୁଥିଲା। ଛତ୍ରପୁର ସତ୍ୟବାଦୀ ନଗର-ଏକାମ୍ର ନଗରଠାରେ ଚେନ୍ଟି ଛିଡି ଯାଇଥିଲା। ଜାତୀୟ ରାଜପଥରେ ଉକ୍ତ ୨ ଟ୍ରକ୍ ମଝିରେ ଛିଡିଥିବା ଚେନ୍କୁ ୨ ଚାଳକ ପୁନଃ ଯୋଡୁଥିବାବେଳେ ପଛପଟୁ ଆଉ ଏକ ଟ୍ରକ୍ (ଏନ୍ଏଲ୍୦୧କ୍ୟୁ-୯୦୫୪) ଜୋରରେ ଧକ୍କା ଦେଇଥିଲା। ଫଳରେ ଆଗରେ ଥିବା ୨ ଟ୍ରକର ଚାଳକଙ୍କର ମଝିରେ ଚାପି ହୋଇ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ ଛତ୍ରପୁର ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। କକକଧକ୍କା ଦେଇଥିବା ଟ୍ରକ୍ର ଚାଳକ ଓ ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ
ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...
କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ
କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...
ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...
ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ
ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...
MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...
ଭଞ୍ଜନଗର ଏନ୍ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି ମାନ୍ୟତା ମିଳିଛି। ଆଜି...
ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ
ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...
ଲିକ୍ ହୋଇ ଫାଟିଲା ରନ୍ଧନ ଗ୍ୟାସ୍ ସିଲିଣ୍ଡର, ଘରେ ଥିଲେ…
କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...
Archives


