Posted inଜାତୀୟ

ଦୁର୍ଘଟଣା ପୂର୍ବରୁ ପୀଡ଼ିତାଙ୍କ ପତ୍ର ନ ମିଳିବା ଘଟଣା: ସିଜେଆଇଙ୍କ କାରଣ ଦର୍ଶାଅ ନୋଟିସ୍‌

ନୂଆଦିଲ୍ଲୀ, ୩୦ା୭: ଉନ୍ନାଓ ପୀଡ଼ିତା ଓ ତାଙ୍କ ପରିବାର ଯାଉଥିବା କାର୍‌ ଦୁର୍ଘଟଣାଗ୍ରସ୍ତ ହେବାର କିଛିଦିନ ପୂର୍ବରୁ ପୀଡ଼ିତା ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କ ନିକଟକୁ ଏକ ପତ୍ର ଲେଖିଥିବା ଘଟଣା ସାମ୍ନାକୁ ଆସିଛି। କିନ୍ତୁ ପତ୍ରଟି ମୋତେ ନ ମିଳିବା ଆଶ୍ଚର୍ଯ୍ୟ କରିଛି ବୋଲି ସିଜେଆଇ ତରୁଣ ଗୋଗୋଇ କହିଛନ୍ତି। ଏହା ପଛରେ କ’ଣ କାରଣ ରହିଛି ସେ କୋର୍ଟର ରେଜିଷ୍ଟ୍ରିଙ୍କୁ ରିପୋର୍ଟ ମାଗିଛନ୍ତି। ଏହି ଚିଠି ବିଷୟରେ ମୋତେ ଖବରକାଗଜରୁ ଜାଣିବାକୁ ମିଳିଛି ବୋଲି ସିଜେଆଇ କହିଛନ୍ତି। ସୂଚନାଯୋଗ୍ୟ, ଚିଠି ଉପରେ ପୀଡିତା ଏବଂ ତାଙ୍କ ପରିବାର ଉପରେ ଆକ୍ରମଣ କରାଯିବାର ଧମକ ଅଭିଯୁକ୍ତଙ୍କ ପକ୍ଷରୁ ଦିଆଯାଉଥିବା ଦର୍ଶାଯାଇଛି। ଜୁଲାଇ ୭-୮ରେ କେତେକ ସେନ୍‌ଗାରଙ୍କ ସମର୍ଥକ ଏଭଳି ଧମକ ଦେଇଥିବା ଚିଠିରେ ଲେଖାଯାଇଛି। ହିନ୍ଦୀରେ ଲେଖାଥିବା ଏହି ଚିଠି ସିଜେଆଇ ରଞ୍ଜନ ଗୋଗୋଇଙ୍କ କାର୍ଯ୍ୟାଳୟକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri