ନୂଆଦିଲ୍ଲୀ,୧୧-୬: ନିର୍ମଳା ସୀତାରାମନ୍ ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆରମ୍ଭ କରିଦେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ଦୁର୍ନୀତି, ଯୌନ ନିର୍ଯାତନା ଅଭିଯୋଗରେ ୧୨ ବରିଷ୍ଠ ଆୟକର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଅର୍ଥାତ୍ ସେମାନଙ୍କୁ ଚାକିରିରୁ ଜବରଦସ୍ତ ବିଦା କରି ଦିଆଯାଇଛି। ଏମାନଙ୍କ ମଧ୍ୟରେ ଚିଫ୍ କମିଶନର, ପ୍ରିନ୍ସିପାଲ କମିଶନର ଏବଂ କମିଶନର ର଼୍ୟାଙ୍କର ଅଧିକାରୀ ରହିଛନ୍ତି। ସେମାନଙ୍କୁ ଡିପାର୍ଟମେଣ୍ଟ ଅଫ୍ ପର୍ସନାଲ ଆଣ୍ଡ ଆଡମିନିଷ୍ଟ୍ରେଶନ ରିଫମର୍ସର ଧାରା ୫୬ ଅଧୀନରେ ସମୟ ପୂର୍ବରୁ ଅବସର ନେବାକୁ ବାଧ୍ୟ କରାଯାଇଛି। ସୂଚନାଥାଉ କି, ୫୦ରୁ ୫୫ ବର୍ଷ ବୟସ ହୋଇଥିବା ଏବଂ ୩୦ ବର୍ଷର କାର୍ଯ୍ୟକାଳ ସମ୍ପୂର୍ଣ୍ଣ କରିସାରିଥିବା ଏଭଳି ଅଧିକାରୀଙ୍କ ବିରୋଧରେ ଧାରା ୫୬ ବ୍ୟବହାର କରାଯାଇଥାଏ। କାମରେ ଅବହେଳା କରୁଥିବା ଅଥବା ଆଶାନୁରୂପ ପ୍ରଦର୍ଶନ କରୁ ନ ଥିବା ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥାଏ।
ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…
ନମ୍ବର ସେଭ୍ ନ କରି କରିପାରିବେ WhatsAppରେ ଚାଟ୍, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍…
ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…
ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍ ଲୋନ୍? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ
ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍’ ବା ଗୃହ ଋଣ ଏକ ମୁଖ୍ୟ…
ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ
ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…
ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ
‘ଗୋମାୟା ପେଣ୍ଟ୍ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…
ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…
ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….
ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…
ଓରାକଲ୍ରୁ ଆମାଜନ୍ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ
ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…
Archives

