Posted inଜାତୀୟ

ଦୁର୍ନୀତିର ମାଷ୍ଟରମାଇଣ୍ଡ ହେଉଛନ୍ତି ଶରଦ ପାଓ୍ବାର: ଶାହା

ପୁଣେ,୨୧।୭: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ଶରଦ ପାୱାରଙ୍କ ଉପରେ ଜୋରଦାର ବର୍ଷିଛନ୍ତି। ତାଙ୍କୁ ରାଜନୈତିକ ଦୁର୍ନୀତିର ମାଷ୍ଟରମାଇଣ୍ଡ ବୋଲି କହିଛନ୍ତି। ମରାଠା ସଂରକ୍ଷଣ ଉପରେ ସେ ଶରଦ ପାୱାରଙ୍କୁ ମଧ୍ୟ ଟାର୍ଗେଟ କରି କହିଛନ୍ତି ଯେ ତାଙ୍କ ସମୟରେ ହିଁ ମରାଠା ସଂରକ୍ଷଣ ଅଦୃଶ୍ୟ ହୋଇଯାଇଥିଲା। ସେ କହିଛନ୍ତି, ମୁଁ ଅତି ସତର୍କତାର ସହିତ ଚିନ୍ତା କରିବା ପରେ ଏହା କହୁଛି ଯେ ଯେତେବେଳେ ବି ମହାରାଷ୍ଟ୍ରରେ ଭାଜପା ସରକାର କ୍ଷମତାକୁ ଆସେ, ସେତେବେଳେ ମରାଠା ସଂରକ୍ଷଣ ପାଇବେ ଏବଂ ଯେତେବେଳେ ବି ଶରଦ ପାୱାର ସରକାର କ୍ଷମତାକୁ ଆସନ୍ତି, ମରାଠା ସଂରକ୍ଷଣ ଅଦୃଶ୍ୟ ହୋଇଯାଏ।
ପୁଣେରେ ଭାଜପା ମହାରାଷ୍ଟ୍ରର ରାଜ୍ୟ ସମ୍ମିଳନୀକୁ ସମ୍ବୋଧିତ କରି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ କହିଛନ୍ତି, ୨୦୧୪ରେ ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀ ଭାବରେ ଆପଣ ମରାଠା ସଂରକ୍ଷଣ ପାଇଛନ୍ତି ଏବଂ ଯଦି ଆପଣ ମରାଠା ସଂରକ୍ଷଣ ଜାରି ରଖିବାକୁ ଚାହାଁନ୍ତି, ତେବେ ଆପଣଙ୍କୁ ଭାଜପାକୁ ଜିତାଇବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri