ଦୁର୍ନୀତି ଅଭିଯୋଗରେ ଆମରଣ ଅନଶନ

ଚିକିଟି,୨ା୧୦(ଡି.ଏନ.ଏ.): ଚିକିଟି ବ୍ଲକ୍‌ ନୂଆପଡା ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାଯର୍‌ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି ଏହାର ଭିଜିଲାନ୍ସ ତଦନ୍ତ ଦାବି ହୋଇଛି। ଏହାର ତଦନ୍ତ ଦାବିରେ ୧୭ ଜୁଲାଇ ୨୦୧୯ରେ ଉକ୍ତ ଗ୍ରାମର ସୂଚନାଅଧିକାରୀ ହୃଷିକେଶ ନାୟକ ବ୍ଲକ୍‌ ପ୍ରଶାସନ ଠାରୁ ଆରମ୍ଭ କରି ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ୨ ମାସରୁ ଉର୍ଦ୍ଧ୍ୱ ବିତିଯାଇଥିଲେ ସୁଦ୍ଧା କୌଣସି ତଦନ୍ତ ନହେବାରୁ ବୁଧବାରଠାରୁ ଆମରଣ ଅନଶନରେ ବସିଛନ୍ତି ସୂଚନା ଅଧିକାରୀ ହୃଷୀକେଶ ନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ହସ୍ତୀ ଦିବସ, ହାତୀଙ୍କ ସୁରକ୍ଷିତ ବାସସ୍ଥଳୀ ପାଲଟିଛି ଘୁମୁସର ଉତ୍ତର ବନଖଣ୍ଡ

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରରେ ଟାଟା ପାୱାର, ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ସ୍ନେହା’ ଏବଂ ବନ ବିଭାଗର ମିଳିତ ଆନୁକୂଲ୍ୟରେ ବୁଧବାର ବିଶ୍ୱ ହସ୍ତୀ ଦିବସ ପାଳିତ…

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି…

ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ…

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri