ସଜନାଗଡ଼, ୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁର ବଜାରରୁ ଦୁର୍ବୃତ୍ତମାନେ ଶନିବାର ଅପରାହ୍ନ ସାଢ଼େ ୩ଟାରେ ୪ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ମିତ୍ରପୁର ଟ୍ରକ୍ ଆସୋସିଏଶନ କୋଷାଧ୍ୟକ୍ଷ ସୁଧାଂଶୁ ଶେଖର ପଣ୍ଡା (ବାବୁ ପଣ୍ଡା) ପେପର ମିଲ୍ସ୍ଥିତ ବାଲଗୋପାଳପୁର ଷ୍ଟେଟ୍ବ୍ୟାଙ୍କରୁ ୪ଲକ୍ଷ ଟଙ୍କା ଉଠାଇ ନିଜ ବ୍ୟାଗ୍ରେ ରଖି ମିତ୍ରପୁର ଆସିଥିଲେ। ନିଜ ବାଇକ୍କୁ ମିତ୍ରପୁରରେ ରଖି ଅନ୍ୟ ବ୍ୟକ୍ତି ସହିତ କଥା ହେଉଥିବା ବେଳେ ଆଖି ପିଛୁଳାକେ ଏକ ବାଇକ୍ରେ ୨ ଜଣ ଆସି ଗାଡ଼ିରେ ଟଙ୍ଗା ହୋଇଥିବା ଟଙ୍କା ବ୍ୟାଗ୍ଟିକୁ ଲୁଟ୍ କରି ଘଟଣାସ୍ଥଳରୁ ଫେରାର ହୋଇଥିଲେ। ଖବର ଲେଖିଲା ବେଳକୁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡ଼ିଛି।
Posted inHome, Home Left, ଆମ ଜିଲା ଖବର, ବାଲେଶ୍ୱର View All
ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ
କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…
ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ
ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…
ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…
ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ
ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…
ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ
ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…
ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର
ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…
ଜଳିଗଲା ୩ ଭାଇଙ୍କ ଘର
ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…
ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’
ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…
Archives

