ଦୁର୍ଲଭ ବ୍ରହ୍ମକମଳ ଦେଖିବାକୁ ପଣସପଡ଼ିରେ ଭିଡ଼

ବାଲିଗୁଡ଼ା,୨୯।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନ୍‌ର ପଣସପଡ଼ି ସାହି ଅଞ୍ଚଳରେ ଦେଖିବାକୁ ମିଳିଛି ବ୍ରହ୍ମକମଳ ଫୁଲ। ପଣସପଡ଼ି ସାହି ନିବାସୀ ନୀଳମାଧବ ପଣ୍ଡାଙ୍କ ବାସଭବନରେ ଦୀର୍ଘ ଦୁଇବର୍ଷ ପରେ ଏହି ବ୍ରହ୍ମକମଳ ଫୁଟିଥିବା ଯୋଗୁ ଆଖପାଖ ଗ୍ରାମର ଲୋକେ ଦେଖିବା ପାଇଁ ଭିଡ଼ ଜମାଇଛନ୍ତି। ଏଥିପାଇଁ ନୀଳମାଧବ ନିଜକୁ ଭାଗ୍ୟବାନ ମନେକରିବା ସହ ପୂଜାର୍ଚ୍ଚନା କରିଛନ୍ତି। ଉକ୍ତ ଫୁଲକୁ ନିକଟସ୍ଥ ଦକ୍ଷିଣ କାଳୀ ଓ ବିରୂପାକ୍ଷ ମହାଦେବଙ୍କଠାରେ ଲାଗି କରାଯାଇଛି। ବ୍ରହ୍ମକମଳ ସୃଷ୍ଟିର ସ୍ରଷ୍ଟା ସ୍ବୟଂ ବ୍ରହ୍ମାଙ୍କ ରୂପ ବୋଲି ଲୋକେ ମାନିଥାଆନ୍ତି। ଯେଉଁ ବ୍ୟକ୍ତି ଏହି ଫୁଲକୁ ଦର୍ଶନ କରିଥା’ନ୍ତି ତାଙ୍କର ସବୁ ଅଭିଳାଷ ପୂର୍ଣ୍ଣ ହୋଇଥାଏ ବୋଲି ପୌରାଣିକ ଆଖ୍ୟାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?