ଦୂରଦର୍ଶିତାପୂର୍ଣ୍ଣ ନିର୍ଣ୍ଣୟ ହେବା ଆବଶ୍ୟକ

ପୁରୀ ଅଫିସ,୨୦ା୬: ଏଥର ବଡ଼ଦାଣ୍ଡରେ ଗଡ଼ିବନି ରଥ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ରଥଯାତ୍ରାକୁ ବନ୍ଦ କରିଛନ୍ତି ସୁପ୍ରିମ୍‌କୋର୍ଟ। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନିଷ୍ପତ୍ତି ପରେ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଭକ୍ତ, ସେବାୟତ କେହି ଏହାକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ବିଶ୍ୱନିୟନ୍ତାଙ୍କୁ ନେଇ ଏଭଳି ନିଷ୍ପତ୍ତି ବିରୋଧରେ ଅସନ୍ତୋଷ ଜାରି ରହିଥିବାବେଳେ ଶୁକ୍ରବାର ଏହି ପ୍ରସଙ୍ଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ। ଏକ ପ୍ରେସ୍‌ ବିବୃତିରେ ଜଗଦ୍‌ଗୁରୁ କହିଛନ୍ତି, ମହାମାରୀ କରୋନା ଭୂତାଣୁ ସଂକ୍ରମଣଠାରୁ ଓଡ଼ିଶାବାସୀଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମ୍‌କୋର୍ଟଙ୍କ ଏହି ରାୟ ସ୍ବାଗତଯୋଗ୍ୟ। ତଥାପି ଅତ୍ୟାବଶ୍ୟକ ବ୍ୟକ୍ତିଙ୍କ ଦ୍ୱାରା ଶାସ୍ତ୍ରସମ୍ମତ, ପରମ୍ପରାପ୍ରାପ୍ତ ଏବଂ ପୁନର୍ବିଚାର ଦ୍ୱାରା ଦୂରଦର୍ଶିତାପୂର୍ଣ୍ଣ ନିର୍ଣ୍ଣୟ ହେବା ଆବଶ୍ୟକ। ଏହାଦ୍ୱାରା ରଥାରୁଢ ଠାକୁରଙ୍କୁ ଯାନ୍ତ୍ରିକ ବ୍ୟବସ୍ଥା ମାଧ୍ୟମରେ ଭକ୍ତମାନେ ଦର୍ଶନ କରି ଦୁଃଖକଷ୍ଟରୁ ମୁକ୍ତି ପାଇବାକୁ ସମର୍ଥ ହୋଇପାରିବେ ବୋଲି ଶଙ୍କରାଚାର୍ଯ୍ୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri