ଦୃଷ୍ଟି ବାଧିତ ନାବିକ ପ୍ରଶାନ୍ତ ମହାସାଗର ଯାତ୍ରା କରି କଲେ ରେକର୍ଡ

ଟୋକିଓ,୨୦।୪: ଇଛା ଶକ୍ତି ସମ୍ମୁଖରେ ସମସ୍ତ ପ୍ରତିବନ୍ଧକ ହାର ମାନିଥାଏ। ଏଭଳି ଏକ ଉଦାହରଣ ସୃଷ୍ଟି କରିଛନ୍ତି ଜାପାନର ଜଣେ ଦୃଷ୍ଟି ବାଧିତ ନାବିକ। ସେ ପ୍ରଶାନ୍ତ ମହାସାଗରରେ ଯାତ୍ରା କରି ରେକର୍ଡ କରିଛନ୍ତି। ପୂର୍ବାୁ ୬ମାସ ତଳେ ସେ ଏଭଳି ପ୍ରୟାସ କରିଥିଲେ। ତେବେ ଏଥିରେ ସଫଳ ହୋଇପାରି ନ ଥିଲେ ବୋଲି କୁହାଯାଉଛି। ମିତସୁହିରୋ ଇବାମୋଟୋ ନିଜର ୧୨ ଫୁଟ ଲମ୍ବ ସେଲ ବୋଟ୍‌କୁ ଚଳାଇ ଶନିବାର ସକାଳେ ଫୁକୁସିମା ବନ୍ଦରରେ ପହଞ୍ଚିଥିଲେ। ୫୨ ବର୍ଷ ବୟସ୍କ ଇବାମୋଟୋ ଫେବୃୟାରୀ ୨୪ରେ ଆମେରିକା ସହର ଡଗ୍‌ ସ୍ମିଥ୍‌ରୁ ଯାତ୍ରା ଆରମ୍ଭ କରିଥିଲେ। ତାଙ୍କ ସାଥିରେ ଥିବା ଆମରିକୀୟ ନାବିକ ତାଙ୍କୁ କେତେକ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

ହର୍ମୁଜ ପାର୍‌ ହେବା ପରେ ସମୁଦ୍ର ମଝିରେ ହେଲା ଖେଳ! ଭାରତ ଅଭିମୁଖେ ଯାଉଥିବା ଇରାନୀ ଜାହାଜ ହଠାତ୍‌ ନେଲା ୟୁ-ଟର୍ନ, ଗତି ବଦଳାଇ…

ନୂଆଦିଳ୍ଲୀ,୩।୪: ହର୍ମୁଜ ପ୍ରଣାଳୀ ପାର୍‌ ହେବା ପରେ ସମୁଦ୍ରରେ ଏକ ଅଜବ ଘଟଣା ଘଟିଛି। ସାତ ବର୍ଷ ପରେ ଇରାନରୁ ଭାରତକୁ ତେଲ ନେଇ ଯାଉଥିବା ଏକ…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri