ଦେବଗଡ଼ ବିଧାନସଭା: ଭାଜପା ଆଗୁଆ

ଦେବଗଡ଼,୨୩।୫: ଦେବଗଡ଼ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଆଗରେ ରହିଛନ୍ତି। ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ୭୩୯୭ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ୭୩୦୫ ଖଣ୍ଡ ଭୋଟ ପାଇଛନ୍ତି।