ପୁରୀ ଅଫିସ,୨୩।୬: ରଥରେ ୩ ଠାକୁର ବିଜେ ପରେ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା ଲାଗି ପ୍ରସ୍ତୁତି ହେଉଛନ୍ତି। ଅନ୍ୟପଟେ ଦେବୀ ସୁଭଦ୍ରାଙ୍କ ରଥରେ ସୁଦର୍ଶନ ବିରାଜମାନ କରିଛନ୍ତି। ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ନୀତି ଶେଷ ହୋଇଛି।
ପୁରୀ ଅଫିସ,୨୩।୬: ରଥରେ ୩ ଠାକୁର ବିଜେ ପରେ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା ଲାଗି ପ୍ରସ୍ତୁତି ହେଉଛନ୍ତି। ଅନ୍ୟପଟେ ଦେବୀ ସୁଭଦ୍ରାଙ୍କ ରଥରେ ସୁଦର୍ଶନ ବିରାଜମାନ କରିଛନ୍ତି। ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ନୀତି ଶେଷ ହୋଇଛି।
ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍ ନେଟ୍ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍ଏସ୍) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍...
ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...
ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...
କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...
ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...
