Posted inଜାତୀୟ

ଦେଶକୁ ମିଳିବ ନୂଆ ସେନାଧ୍ୟକ୍ଷ: ଦୌଡ଼ରେ ନରାଓ୍ବନେ-ରଣବୀର-ସୈନି

ନୂଆଦିଲ୍ଲୀ,୨୬।୯: ଆଉ ୩ ମାସ ମଧ୍ୟରେ ଦେଶରେ ନୂଆ ସେନାଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବେ। ବର୍ତ୍ତମାନର ସେନାଧ୍ୟକ୍ଷ ବିପିନ୍‌ ରାଓ୍ବତ୍‌ ଡିସେମ୍ବର ୩୧ରେ ଅବସର ଗ୍ରହଣ କରିବେ। ତାଙ୍କ ପରେ ଏହି ପଦବୀରେ କିଏ ନିଯୁକ୍ତ ହେବେ ସେ ନେଇ ଚର୍ଚ୍ଚା ଜାରି ରହିଛି। ନୂଆ ସେନାଧ୍ୟକ୍ଷ ଦୌଡ଼ରେ ଲ୍ୟୁଟ୍‌ନାଟ୍‌ ଜେନେରାଲ ଏମ୍‌.ଏମ୍‌ ନରାଓ୍ବନେ, ଲ୍ୟୁଟ୍‌ନାଟ୍‌ ଜେନେରାଲ ରଣବୀର ସିଂ ଏବଂ ଲ୍ୟୁଟ୍‌ନାଟ୍‌ ଜେନେରାଲ ଏସ୍‌.କେ. ସୈନି ପ୍ରମୁଖ ରହିଛନ୍ତି। ନୂଆ ସେନାଧ୍ୟକ୍ଷଙ୍କ ନିଯୁକ୍ତି ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗଠିତ ନିଯୁକ୍ତି କମିଟି ହିଁ ନୂଡାନ୍ତ ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ସ୍କୁଲ ଛୁଟି ବଢ଼ିଲା, ଖୋର୍ଦ୍ଧାରେ ବଦଳିଲା ସମୟ

ପୁରୀ/ଖୋର୍ଦ୍ଧା,୧୮ା୬: ତାପମାତ୍ରା ବୃଦ୍ଧି ପାଇଁ ପୁରୀ ଜିଲାରେ ସ୍କୁଲ ଛୁଟି ଅବଧି ବଢ଼ାଇଛନ୍ତି ଜିଲାପାଳ। ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଥିବାବେଳେ ୨୨ରୁ ପୁଣି ସ୍କୁଲ…

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ: ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା ପାଇଁ ମନା କରିବାରୁ…

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ…

ଜଳିଗଲା EV ଶୋ’ରୁମ୍‌, ପୋଡ଼ି ଛାରଖାର ହେଲା EV ଗାଡ଼ି

ନୂଆଦିଲ୍ଲୀ,୧୮।୬:  ଗୁଜରାଟର ସୁରଟ ସହରରେ ଗୁରୁବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅନେକ ବୈଦ୍ୟୁତିକ ଯାନ (EV) ନଷ୍ଟ ହୋଇଯାଇଥିବା ବେଳେ ଏକ ଇଭି…

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ…

ଶସ୍ତା ହେବ କି ପେଟ୍ରୋଲ? ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ପରେ ଭାରତ ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହେବା ପରଠାରୁ ହିଁ ଅଶୋଧିତ ତୈଳ (କ୍ରୁଡ ଅଏଲ) ମୂଲ୍ୟରେ କ୍ରମାଗତ ହ୍ରାସ ଘଟୁଛି, କିନ୍ତୁ ଏହା ପରେ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ…

ବୁଡ଼ିଗଲା ଟିଏମସିର ୮୭୬,୫୭,୧୫,୫୮୬ କୋଟି ଟଙ୍କା? ମମତାଙ୍କ ନିଜ କୋଷାଧ୍ୟକ୍ଷ କାହିଁକି ଫ୍ରିଜ କଲେ ବ୍ୟାଙ୍କ ଆକାଉଣ୍ଟ, ଜାଣନ୍ତୁ ଭିତରି କଥା

କୋଲକାତା,୧୮।୮: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଏବେ ତାର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛି। ପ୍ରତିଦିନ କିଛି ନା କିଛି ନୂଆ କାହାଣୀ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri