ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୨୪

ନୂଆଦିଲ୍ଲୀ,୨୨।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା କବଳକୁ ନେଇ ସାରିଲାଣି। ସବୁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସମୟ କ୍ରମେ ବଢିବାରେ ଲାଗିଛି। ରବିବାର ସକାଳ ସୁଦ୍ଧା ଆମ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪ ପହଞ୍ଚିଥିବା କହିଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ଏମାନଙ୍କ ମଧ୍ୟରୁ ୨୯୬ଙ୍କର ଚିକିତ୍ସା ଚାଲିଥିବା ବେଳେ ୨୩ ଜଣ ସୁସ୍ଥ ହୋଇଥିବା ସୂଚନା ରହିଛି। ସେହିପରି ଏବେସୁଦ୍ଧା ଦେଶରେ କରୋନା ଭାଇରସରେ ୪ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। କରୋନାର ସଂକ୍ରମଣକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର ସାରା ଦେଶରେ ପାଳନ କରାଯାଉଛି ‘ଜନତା କର୍ଫ୍ୟୁ’। ସକାଳ ୭ରୁ ରାତି ୯ଟା ପର୍ଯ୍ୟନ୍ତ ଏହା ପାଳନ କରାଯାଉଥିବା ବେଳେ ଜରୁରୀକାଳିନ ସେବାକୁ ବାଦ୍‌ ଦେଇ ଅନ୍ୟ ସମସ୍ତେ ଘରେ ରହି କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri