ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୪୧୫

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ ଥମିବାର ନାଁ ନେଉନି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଏବେ ୧୮୮ ଦେଶକୁ ତା’ କବଳକୁ ନେଇ ସାରିଥିବା ବେଳେ ଭାରତରେ ସୋମବାର ସକାଳ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪୧୫ରେ। ଇଣ୍ଡିଆନ୍‌ କାଉନସିଲ୍‌ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌) ଏହି ସୂଚନା ଦେଇଛି। ଏପଟେ ମୃତକଙ୍କ ସଂଖ୍ୟା ୭ ଥିବା ବେଳେ ମହାରାଷ୍ଟ୍ରରେ ଆଉ ଜଣଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି। ହେଲେ ସରକାରୀ ଭାବେ ଏହାର କୌଣସି ଘୋଷଣା କରାଯାଇ ନାହିଁ। ସେପଟେ କରୋନା ମୁକାବିଲା ପାଇଁ କିଛି ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଆଉ କିଛି ରାଜ୍ୟରେ ୧୪୪ ଧାରା ଜାରି କରାଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ରୋଗୀ ଚିହ୍ନଟ ହେବା ପରେ ସେଠାରେ ଲକ୍‌ଡାଉନ୍‌ ସହ ୧୪୪ ଧାରା ଜାରି କରାଯାଇଛି। ଏଠାରେ ବହୁ ସଂଖ୍ୟାରେ ବଲିଉଡ୍‌ ସେଲିବ୍ରିଟି ରହୁଥିବାରୁ ସେମାନେ ମଧ୍ୟ ଏହି ଲକ୍‌ଡାଉନକୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଚାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri