ଦେଶରେ ପ୍ରତିିଦିନ ଭୋକରେ ରହୁଛନ୍ତି ୨୦ କୋଟି: ବର୍ଷକୁ ନଷ୍ଟ ହେଉଛି ୬ ହଜାର ୬ ଶହ କୋଟି କିଗ୍ରା ଖାଦ୍ୟ

ଓ୍ବାଶିଂଟନ,୨୪।୭: ଭାରତରେ ପ୍ରତିଦିନ ୨୦ କୋଟି ଭୋକିଲାଙ୍କୁ ଖାଦ୍ୟ ମିଳୁନି। ମାତ୍ର ଦେଶରେ ପ୍ରତିବର୍ଷ ହାରାହାରି ୬ ହଜାର ୬ଶହ ୩୦ କୋଟି କିଲୋଗ୍ରାମ୍‌ ଖାଦ୍ୟ ନଷ୍ଟ ହେଉଛି। ଭାରତରେ ପ୍ରତି ବ୍ୟକ୍ତି ବର୍ଷରେ ୫୧ କିଲୋଗ୍ରାମ୍‌ ଖାଦ୍ୟ ପଦାର୍ଥ ନଷ୍ଟ କରୁଛନ୍ତି ବୋଲି ଏକ ରିପୋର୍ଟରେ ଦର୍ଶାଯାଇଛି। ପୃଥିବୀରେ ପ୍ରତିବର୍ଷ ଲକ୍ଷେ ୩୦ ହଜାର କୋଟି କିଲୋଗ୍ରାମ୍‌ର ଖାଦ୍ୟ ପଦାର୍ଥ ନଷ୍ଟ ହେଉଛି। ଖାଦ୍ୟ ପଦାର୍ଥ ନଷ୍ଟ ହେଉଥିବା ତାଲିକାରେ ଏକ ନମ୍ବର ସ୍ଥାନରେ ଅଷ୍ଟ୍ରେଲିଆ ରହିଛି। ଏଠାରେ ବର୍ଷରେ ଜଣେ ବ୍ୟକ୍ତି ୩୬୧ କିଲୋଗ୍ରାମ୍‌ ଖାଦ୍ୟ ପଦାର୍ଥ ନଷ୍ଟ କରିଥାନ୍ତି। ସେହିପରି ତାଲିକାର ଦ୍ୱିତୀୟ ସ୍ଥାନରେ ଆମେରିକା ରହିଛି। ଏଠାରେ ଜଣେ ଲୋକ ବର୍ଷରେ ହାରାହାରି ୨୭୮ କିଲୋଗ୍ରାମ୍‌ର ଖାଦ୍ୟ ପଦାର୍ଥ ନଷ୍ଟ କରିଥାନ୍ତି। ଏହି ତାଲିକାର ତୃତୀୟ ସ୍ଥାନରେ ତୁର୍କୀ ରହିଛି। ଏଠାରେ ଜଣେ ବାର୍ଷିକ ପ୍ରାୟ ୧୬୮ କିଳୋଗ୍ରାମ୍‌ ଖାଦ୍ୟ ନଷ୍ଟ କରିଥାନ୍ତି। ଏହି ତାଲିକାର ୭ ନମ୍ବର ସ୍ଥାନରେ ଭାରତ ରହିଛି। ଭାରତ ପଛକୁ ୮ ନମ୍ବର ସ୍ଥାନରେ ଚାଇନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

୪ ଡେପୁଟି ସିଏମ୍‌ଙ୍କ ସହ କ୍ଷମତା ସମ୍ଭାଳିବେ ଡିକେ ଶିବକୁମାର; ନାଁ ଫାଇନାଲ୍!

ବେଙ୍ଗାଲୁରୁ,୨୭।୫: ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ ସମ୍ପର୍କରେ କଳ୍ପନାଜଳ୍ପନା ମଧ୍ୟରେ, ରାଜ୍ୟରେ ନୂଆ ସରକାର ଗଠନ ସମ୍ପର୍କରେ ଆଉ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri