ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ସୁପ୍ରିମ୍‌କୋର୍ଟରେ ମାନିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ତେଣୁ ଅସ୍ଥାୟୀ ହସ୍ପିଟାଲ ନିର୍ମାଣ କରାଯିବାର ଆବଶ୍ୟକତା ଥିବା ସରକାର କହିଛନ୍ତି। ଏହି ହସ୍ପିଟାଲରେ ଆକ୍ରାନ୍ତଙ୍କର ଚିକିତ୍ସା କରାଯିବ। କରୋନା ଆକ୍ରାନ୍ତଙ୍କ ସହିତ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ନିଶ୍ଚିତ କରାଇବା ଅପରିହାର୍ଯ୍ୟ। ସରକାରଙ୍କ ପକ୍ଷରୁ ସମ୍ପୂର୍ଣ୍ଣ ନିଷ୍ଠାର ସହିତ ଏହି କାର୍ଯ୍ୟ ସମ୍ପନ୍ନ କରାଯାଉଥିବା ସତ୍ୟପାଠରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ଛାଡ଼ିଥିବା ନେତାଙ୍କୁ ମମତାଙ୍କ ଅଲ୍ଟିମେଟମ; ୧୫ ଦିନ ଭିତରେ ଫେରିଆସ, ନହେଲେ…..

କୋଲକାତା,୫ା୧୦: ବିଧାନସଭା ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ପାଇଁ ଉତ୍ତର ଦିନାଜପୁର ଜିଲା ଚୋପଡ଼ାରେ ମମତା ବାନାର୍ଜୀ ସମର୍ଥିତ ତୃଣମୂଳ କଂଗ୍ରେସ ନିଜର ସାଂଗଠନିକ ଶକ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ

ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩…

ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….

ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା…

ଏଇ ଭାରତରେ

ରାଜସ୍ଥାନର ଜୟପୁର ସହରର ବସ୍ତିଗୁଡ଼ିକରେଅନେକ ପିଲା ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ଭାବେ କାମ କରୁଛନ୍ତି। ଏହିସବୁ ପିଲାଙ୍କ ପାଇଁ ଶିକ୍ଷାର ଆବଶ୍ୟକତାକୁ ଉପଲବ୍ଧି କରି…

ଅଦୃଶ୍ୟ ପ୍ରାଚୀର

ତଳ ମହଲାରେ ଜଣେ। ଉପର ମହଲାରେ ଆଉ ଜଣେ ଭାଇ। ମାଆ ମରିଯିବା ପରେ ଗୋଟେ ଘର ଦି’ ଭାଗ ହୋଇଗଲା। ସାମାନ୍ୟ ସମ୍ପତ୍ତି ଭାଗବଣ୍ଟା ଲାଗି…

ସେମିକଣ୍ଡକ୍ଟର ପ୍ରକଳ୍ପ ଓ ମରୁଭୂମିର ଚିତ୍ର

ପ୍ରତିବର୍ଷ ଜାତିସଂଘ ତରଫରୁ ଆଦିବାସୀ ଅଧିକାର ଦିବସ ଅଗଷ୍ଟ ୯ରେ ପାଳିତ ହୋଇଥାଏ। ୧୯୪୨ ମସିହାର ଏହି ଦିନରେ ମହାତ୍ମା ଗାନ୍ଧୀ କର ବା ମର ଡାକରା…

ପ୍ରତିଦ୍ୱନ୍ଦ୍ୱିତା ବଢୁ

ଭାରତବର୍ଷରେ ସରକାରୀ ସଂସ୍ଥାଗୁଡ଼ିକର ଲକ୍ଷ୍ୟ ଲୋକକଲ୍ୟାଣ ପାଇଁ ରହିବା କଥା। କିନ୍ତୁ ସରକାରୀ ନୀତି ଉତ୍ତମ ନ ରହିବାରୁ ବହୁ ସଂସ୍ଥା କ୍ଷତିରେ ଚାଲିଥାଏ। ୧୯୯୧ରେ ଉଦାରୀକରଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?