Posted inଜାତୀୟ

ଦେଶରେ ୧,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୪।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୨୦୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୧୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୫୮,୩୬୫ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୧୧,୧୮୧ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୫,୭୦୫ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୪୭୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?