ଦେଶରେ ୪,୦୬୭ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ରହିଛି ତବଲିଘ୍ ଜମାତ୍ ସହ ସମ୍ପର୍କ

ନୂଆଦିଲ୍ଲୀ,୬ ।୪: ସୋମବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪,୦୬୭ରେ । ତେବେ ଏମାନଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ତବଲିଘ ଜମାତ୍ ସହ ସମ୍ପର୍କ ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରୱାଲ । ସୋମବାର ଏକ ଖବରଦାତା ସମ୍ମିଳନୀରେ ସେ ଏହା ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ୬୯୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଏପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରେ ୭୬ ପ୍ରତିଶତ ପୁରୁଷ ରୋଗୀ ହୋଇଥିବା ବେଳେ ମାତ୍ର ୨୪ ପ୍ରତିଶତ ମହିଳା ରୋଗୀ ରହିଛନ୍ତି ବୋଲି ଶ୍ରୀ ଅଗ୍ରୱାଲ କହିଛନ୍ତି । ଏମାନଙ୍କ ମଧ୍ୟରେ ୪୭ ପ୍ରତିଶତ ୪୦ ବର୍ଷରୁ କମ୍ ବୟସର ବ୍ୟକ୍ତି ହୋଇଥିବା ବେଳେ ୩୪ ପ୍ରତିଶତ ୪୦-୬୦ ବର୍ଷର ବ୍ୟକ୍ତି ଓ ମାତ୍ର ୧୯ ପ୍ରତିଶତ ୬୦ରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତି ବୋଲି ସେ କହିଛନ୍ତି । ତେବେ ଏପର୍ଯ୍ୟନ୍ତ ଦେଶରେ କରୋନା ସଂକ୍ରମଣରେ ୧୦୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏମାନଙ୍କ ମଧ୍ୟରେ ୭୩ ପ୍ରତିଶତ ପୁରୁଷ ଓ ମାତ୍ର ୨୭ ପ୍ରତିଶତ ମହିଳା ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri