Posted inଜାତୀୟ

ଦେଶର ବିଭାଜନ ଚାହୁଁଥିବା ଶକ୍ତି ବିରୋଧରେ ଦୃଢ଼ଭାବେ ଛିଡ଼ା ହେବାକୁ ପଡ଼ିବ: ମୋଦି

ନୂଆଦିଲ୍ଲୀ,୩।୩: ଦେଶର ବିଭାଜନ କରିବାକୁ ଚାହୁଁଥିବା ଶକ୍ତି ବିରୋଧରେ ଦୃଢ଼ଭାବେ ଛିଡ଼ା ହେବାକୁ ପଡ଼ିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଭାଜପା ସଂସଦୀୟ ଦଳର ବୈଠକରେ ଯୋଗଦେଇ ମଙ୍ଗଳବାର ମୋଦି ଏଭଳି ମତ ଦେଇଛନ୍ତି। ଦେଶର ବିକାଶ ଲାଗି ଶାନ୍ତି, ଏକତା ଏବଂ ସଦ୍‌ଭାବ ଜରୁରୀ। ଏନେଇ ସଭିଏଁ ପ୍ରୟାସ କରିବା ଆବଶ୍ୟକ ବୋଲି ସେ ଗୁରୁତ୍ୱାରୋପ କରିଛନ୍ତି। ଭାରତ ମାତା କି ଜୟ ଏବଂ ବନ୍ଦେ ମାତରମ୍‌ ନେଇ ମୋଦି କହିଛନ୍ତି ଯେ, ଅନ୍ୟ ରାଜନୈତିକ ଦଳ ଲାଗି ହୁଏତ ରାଜନୀତି ମୁଖ୍ୟ ହୋଇପାରେ ତେବେ ଭାଜପା ପାଇଁ ଦେଶ ସର୍ବୋପରି। ସାଂସଦଙ୍କୁ ଏହି ମନୋଭାବ ନେଇ କାର୍ଯ୍ୟ କରିବା ଜରୁରୀ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri