Posted inଜାତୀୟ

ଦେଶର ସମସ୍ତ ଝିଅଙ୍କୁ ମିଳିଛି ନ୍ୟାୟ: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୨୦।୩: ‘ନିର୍ଭୟା’ ଗଣବଳାତ୍କାର ଓ ହତ୍ୟା ଘଟଣାର ୪ଦୋଷୀଙ୍କୁ ଶୁକ୍ରବାର ଭୋର୍‌ ୫ଟା ୩୦ରେ ଫାଶୀ ଦିଆଯିବା ପରେ ନିର୍ଭୟାଙ୍କ ମା’ ଆଶା ଦେବୀ ନ୍ୟାୟପାଳିକା ଏବଂ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ବିଳମ୍ବରେ ହେଉ ପଛେ ତାଙ୍କୁ ଏବଂ ତାଙ୍କ ଝିଅଙ୍କୁ ନ୍ୟାୟ ମିଳିଛି। ଏହା ଏକ ଦୀର୍ଘ ସଂଘର୍ଷ ଥିଲା। ଆଜି ଆମେ ନ୍ୟାୟ ପାଇଛୁ। ଏହିଦିନ ଦେଶର ଝିଅମାନଙ୍କ ପାଇଁ ଉତ୍ସର୍ଗୀକୃତ ବୋଲି ଆଶାଦେବୀ କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ୨୦୧୨ ଦିଲ୍ଲୀ ଗଣବଳାତ୍କାର ଏବଂ ହତ୍ୟା ଘଟଣାର ୪ ଦୋଷୀଙ୍କ ଫାଶୀଦଣ୍ଡର ଦୃଷ୍ଟାନ୍ତ ଦେଇ ଏବେ ଲୋକେ ସେମାନଙ୍କ ପୁଅମାନଙ୍କୁ ଶିକ୍ଷା ଦେବେ। ଏହା ସମଗ୍ର ଦେଶ ପାଇଁ ଏକ ବାର୍ତ୍ତା। ଏବେ ଝିଅମାନେ ନିଜକୁ ନିରାପଦ ମନେ କରିବେ।
ସେହିପରି ତାଙ୍କ ପିତା ବଦ୍ରିନାଥ ସିଂ କୁହନ୍ତି, ‘ଆଜି ଆମର ବିଜୟ ଏବଂ ଗଣମାଧ୍ୟମ, ସମାଜ ଏବଂ ଦିଲ୍ଲୀ ପୋଲିସ ଯୋଗୁ ଏହା ସମ୍ଭବ ହୋଇଛି। ତୁମେ ମୋ’ ହସ ଦ୍ୱାରା ମୋ’ ହୃଦୟରେ କ’ଣ ଅଛି ତାହା ବୁଝିପାରିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?