Posted inଜାତୀୟ

ଦେଶର ହିତ ପାଇଁ ମନମୋହନଙ୍କ ଉପଦେଶ ଗ୍ରହଣ କରନ୍ତୁ ମୋଦି: ରାହୁଲ

ନୂଆଦିଲ୍ଲୀ,୨୨।୬: ଭାରତ-ଚାଇନା ସୀମା ବିବାଦକୁ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସ ନେତା ଡ. ମନମୋହନ ସିଂ। ସେ କହିଛନ୍ତି ଏହି ଘଡିସନ୍ଧି ମୁହୂର୍ତ୍ତରେ ଦେଶବାସୀ ଏକାଠି ହେବା ଜରୁରୀ। ଚାଇନାକୁ କଡା ଜବାବ ଦେବାକୁ ହେଲେ ଆମକୁ କଠୋର ହେବାକୁ ପଡିବ। ସୀମାରେ ଶହୀଦ ଯବାନଙ୍କ ବଳିଦାନକୁ ବ୍ୟର୍ଥ ହେବାକୁ ନ ଦେବା ଆମର କର୍ତ୍ତବ୍ୟ ହେବା ଉଚିତ। ମନମୋହନଙ୍କ ଏହି ଉପଦେଶ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଦେଶର ହିତକୁ ନଜରରେ ରଖି ମନମୋହନଙ୍କ ଉପଦେଶକୁ ମୋଦି ମାନିନେବା ଉଚିତ। ସୂଚନାଯୋଗ୍ୟ, ଭାରତ-ଚାଇନା ସୀମା ବିବାଦକୁ ନେଇ ରାହୁଲ ପ୍ରତିଥର ମୋଦି ସରକାରଙ୍କୁ ଘେରିବା ସହ ଭିନ୍ନ ଭିନ୍ନ ପ୍ରଶ୍ନ ଉଠାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ।…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri