Posted inଜାତୀୟ

ଦେଶର ୨୫୫ ଜିଲାର ୭୫୬ ସହରରେ ଜଳ ସଙ୍କଟ: ତାମିଲନାଡୁର ସର୍ବାଧିକ ୧୮୪

ନୂଆଦିଲ୍ଲୀ,୮।୭: ଦେଶର ୨୫୫ ଜିଲାର ୭୫୬ ସହରରେ ତଥା ୧,୫୯୭ ବ୍ଲକ୍‌ରେ ଜଳ ସଙ୍କଟ ଦେଖାଦେଇଛି। ସେଥିମଧ୍ୟରେ ତାମିଲନାଡୁର ସର୍ବାଧିକ ସହର ରହିଛି। ତାମିଲନାଡୁର ୨୭ଟି ଜିଲାରେ ଥିବା ୧୮୪ ସହରରେ ଜଳ ସଙ୍କଟ ଧୀରେ ଧୀରେ ଉତ୍କଟ ହେବାରେ ଲାଗିଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରସ୍ତୁତ ହୋଇଥିବା ଏକ ରିପୋର୍ଟ ପ୍ରକାଶ ପାଇଛି। ରାଜସ୍ଥାନର ୨୯ ଜିଲାର ୧୧୧ଟି ସହରରେ ପାନୀୟ ଜଳର ଘୋର ଅଭାବ ଦେଖାଦେଇଛି। ସେହିପରି ଉତ୍ତରପ୍ରଦେଶର ୩୫ ଜିଲାରେ ଥିବା ୮୪ ସହରରେ ଏହିପରିି ସ୍ଥିତି ରହିଛି। ପଞ୍ଜାବର ୨୦ ଜିଲାର ୮୨ଟି ସହରରେ ସମାନ ଅବସ୍ଥା ଅଛି। କର୍ନାଟକର ୧୮ ଜିଲାର ୫୭ ସହରରେ ଜଳ ସଙ୍କଟ ଲାଗି ରହିଥିବା ଏହି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

ଫାଇଲ ଗାଏବ

ଓଡ଼ିଶାରେ ଗତ ସପ୍ତାହର ଏକ ଖବର ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହେବା କଥା। ଦୁଇଟି ଘଟଣା ଖୋଦ୍‌ ସରକାରଙ୍କ ଦ୍ୱାରା ଲୋକଲୋଚନକୁ ଅଣାଗଲା। ରାଜ୍ୟ ସରକାରଙ୍କ ଗୃହ…

ଶାନ୍ତି ଚୁକ୍ତିରେ ଏହି ୧୪ ସର୍ତ୍ତ ରଖିଛି ଇରାନ

ତେହରାନ,୧୫ା୬: ଆମେରିକା ସହ ପ୍ରସ୍ତାବିତ ୧୪ ସୂତ୍ରୀ ସର୍ତ୍ତ ଜାରି କରିଛି ଇରାନ। ଅନ୍ତର୍ଜାତୀୟ ମିଡିଆ ରିପୋର୍ଟ ଅନୁସାରେ, ଏହି ଦାବିଗୁଡ଼ିକ ହେଲା ୩୦ ଦିନ ଭିତରେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ଆମେରିକା-ଇରାନର ଶାନ୍ତି ଚୁକ୍ତିକୁ ବିଶ୍ୱର ସ୍ବାଗତ

ଓ୍ବାଶିଂଟନ,୧୫ା୬: ଇରାନ-ଆମେରିକା ଶାନ୍ତି ଚୁକ୍ତି ପାଇଁ ରାଜି ହୋଇଥିବାରୁ ସାରା ବିଶ୍ୱ ଏହାକୁ ସ୍ବାଗତ କରିଛି। କତାର, ତୁର୍କି, ବ୍ରିଟେନ, ଜର୍ମାନୀ ଓ ଫ୍ରାନ୍ସ ଆଦି ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri