Posted inଜାତୀୟ

ଦେଶର ୪୨୫ ସେତୁ ମଧ୍ୟରୁ ୨୮୧ର ନିର୍ମାଣରେ ତ୍ରୁଟି: ୫ରୁ ୭ ବର୍ଷ ମଧ୍ୟରେ ନିର୍ମାଣ ହୋଇଛି ୨୫୩

ନୂଆଦିଲ୍ଲୀ,୧୭।୧୧: ଦେଶରେ ଥିବା ୪୨୫ ସେତୁର ସ୍ଥିତି ସମ୍ପର୍କରେ ସେଣ୍ଟ୍ରାଲ୍‌ ରୋଡ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ୧୭ ରାଜ୍ୟରେ ଥିବା ସେତୁର ନିରୀକ୍ଷଣ କରାଯାଇଛି। ସେଥିମଧ୍ୟରୁ ୨୮୧ ସେତୁର ନିର୍ମାଣରେ ବହୁ ତ୍ରୁଟି ରହିଥିବା ଏହି ରିପୋର୍ଟରେ କୁହାଯାଇଛି। ଏସବୁ ସେତୁ ମଧ୍ୟରୁ ୨୫୩ଟିର ନିର୍ମାଣ ୫ରୁ ୭ ବର୍ଷ ମଧ୍ୟରେ ହୋଇଛି। ଅପରପକ୍ଷରେ ୨୮ଟି ସେତୁ ପାଖାପାଖି ୨୦ ବର୍ଷ ପୁରୁଣା। ୧୫ଟି ବିପଦସଙ୍କୁଳ ସେତୁ ଉପରେ ଯାତାୟତ କରିବାକୁ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ବାରଣ କରାଯାଇଛି। ୨୦୧୮ରେ ଦେଶର ବିଭିନ୍ନ ସେତୁ ଉପରେ ୧୬ ହଜାର ଶହେ ୨୫ଟି ଦୁର୍ଘଟଣା ଘଟିଥିଲା। ଏଥିରେ ୫ ହଜାର ୬ଶହ ୯୩ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୧୬ ହଜାର ୭ଶହ ୬୨ ଆହତ ହୋଇଥିଲେ। ଗୁଜରାଟରେ ଅଧିକ ସଂଖ୍ୟକ ସେତୁରେ ତ୍ରୁଟି ରହିଛି। ରାଜ୍ୟରେ ୭୫ ପ୍ରତିଶତ ସେତୁ ଖରାପ। ଏହାପଛକୁ ଦ୍ୱିତୀୟ ସ୍ଥାନରେ ଝାଡ଼ଖଣ୍ଡ ରହିଛି। ସେହିପରି ସେତୁ ତ୍ରୁଟି ତାଲିକାର ତୃତୀୟ ସ୍ଥାନର ପଞ୍ଜାବ ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

ସୁନା କିଣୁଥିବା ଗ୍ରାହକଙ୍କ ପାଇଁ ବଡ଼ ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୫।୯: ଗତ କିଛି ଦିନ ମଧ୍ୟରେ ସୁନା ଓ ରୂପା ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦୀର୍ଘ ସମୟ ଧରି ଦର ବୃଦ୍ଧି ପରେ…

ଭାରତ ସରକାରଙ୍କ ପଦକ୍ଷେପ ଆଗରେ ମୁଣ୍ଡ ନୁଆଁଇଲା ମେଟା (Meta), ପିଲାମାନଙ୍କ ସମ୍ବନ୍ଧୀୟ ବିସ୍ତୃତ ସୂଚନା ପ୍ରଦାନ କରିବାକୁ ସହମତ

ନୂଆଦିଲ୍ଲୀ,୧୫।୯: ଭାରତ ସରକାର ପିଲାମାନଙ୍କୁ ଅନଲାଇନ ଯୌନ ଶୋଷଣ ଏବଂ କ୍ଷତିକାରକ ବିଷୟବସ୍ତୁରୁ ସୁରକ୍ଷା ଦେବା ପାଇଁ ସୋସିଆଲ ମିଡିଆ କମ୍ପାନୀଗୁଡ଼ିକ ଉପରେ ନିୟମାବଳୀ କଠୋର କରିବାକୁ…

ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା

ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ରେ…

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ଯାଉ ଯାଉ ପୁଣି ଫେରିବ ମୌସୁମୀ, ଜାରି ହେଲା ‘ମେଗା ଆଲର୍ଟ’, ୨୨ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୫।୯: ଉତ୍ତର ଭାରତରୁ ଆରମ୍ଭ କରି ଦେଶର ପୂର୍ବ ଓ ପଶ୍ଚିମ ଅଞ୍ଚଳ ପର୍ଯ୍ୟନ୍ତ ମୌସୁମୀ ସକ୍ରିୟତା ପୁନର୍ବାର ବୃଦ୍ଧି ପାଇଛି। ଭାରତୀୟ ପାଣିପାଗ ବିଭାଗ (IMD)…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?