Posted inଜାତୀୟ

ଦେଶର ୪ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ କଂଗ୍ରେସ ସୀମିତ

ନୂଆଦିଲ୍ଲୀ,୨୪।୭: କର୍ନାଟକରେ କଂଗ୍ରେସ ମେଣ୍ଟ ସରକାରର ପତନ ପରେ ଏବେ ଦାକ୍ଷିଣାତ୍ୟରେ କୌଣସି ରାଜ୍ୟରେ କଂଗ୍ରେସ ସରକାର ନାହିଁ। ଦେଶର ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ କଂଗ୍ରେସ ସରକାର ସୀମିତ ହୋଇ ରହିଯାଇଛି। ରାଜ୍ୟ ମଧ୍ୟରେ ପଞ୍ଜାବ, ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ କଂଗ୍ରେସ ସରକାର କ୍ଷମତା ଡୋର ଧରିଛି। ସେହିପରି କେନ୍ଦ୍ରଶାସିତ ଅଞ୍ଚଳର ପୁଡୁଚେରିରେ କଂଗ୍ରେସ ସରକାର ରହିଛି। ଅପରପକ୍ଷରେ ଭାଜପା ଦେଶର ୧୬ଟି ରାଜ୍ୟରେ କ୍ଷମତାରେ ରହିଛି। ସେଥିମଧ୍ୟରେ ବିହାର ଏବଂ ଉତ୍ତରପ୍ରଦେଶ ଭଳି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨୬।୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri