ଦେଶୀ ମଦ ଜବତ, ଜଣେ ଗିରଫ

ଦିଗପହଣ୍ଡି,୧୮ା୫(ଡି.ଏନ୍‌.ଏ.): ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟ ପାନ ଦୋକାନରେ ଦେଶୀ ମଦ ବିକ୍ରି କରୁଥିବା ସୀମାଞ୍ଚଳ ପାତ୍ରଙ୍କୁ ଶନିବାର ପୋଲିସ କୋର୍ଟଚାଲାଣ କରିଛି। ଶୁକ୍ରବାର ସନ୍ଧ୍ୟାରେ ସୀମାଞ୍ଚଳ ଦୋକାନ ପାଖରେ ଏକ ଜରି ବ୍ୟାଗ ଧରି ଠିଆ ହୋଇଥିଲେ। ପୋଲିସ ଏସ୍‌ଆଇ ମଧୁସ୍ମିତା ପ୍ରଧାନ ଅତର୍କିତ ଚଢ଼ାଉ କରିଥିଲେ। ବ୍ୟାଗ୍‌ ଯାଞ୍ଚ କରିବାରୁ ସେଥିରେ ୨୧ଟି ଦେଶୀ ମଦ ପାଉଚ ମିଳିଥିଲା। ଥାନାରେ କେସ ନଂ ୯୪/୧୯ରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ସୀମାଞ୍ଚଳଙ୍କୁ କୋର୍ଟଚାଲାଣ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri