ଦେଶୀ ମଦ ଜବତ: ୨ ଗିରଫ

ବନ୍ତ,୨୮ା୪(ସ୍ବ.ପ୍ର.)-ଭଦ୍ରକ ଜିଲା ଆଗରପଡା ଥାନା ଅଧୀନ ଆଡିଆ କେନାଲ ପୋଲ ନିକଟରେ ଆଗରପଡା ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ବନ୍ତ ଅତିରିକ୍ତ ତହସିଲଦାର ବନୀତା ରାଣି କିସ୍କୁ ମଙ୍ଗଳବାର ସକାଳେ ଦେଶୀ ମଦ ଜବତ କରିବା ସହ ୨ ଜଣ ବେପାରୀଙ୍କୁ ଥାନାକୁ ନେଇଥିଲେ। ଖବରରୁ ପ୍ରକାଶ ଯେ, ଅତିରିକ୍ତ ତହସିଲଦାର ବନ୍ତରୁ ଆଗରପଡା ଯାଉଥିବା ବେଳେ ଉକ୍ତ ସ୍ଥାନରେ ବାଇକରେ ଦେଶୀ ମଦ ନେଇ ଆସୁଥିବା ୨ ଅଭିଯୁକ୍ତଙ୍କୁ ଧରିବା ସହ ମଦ ଓ ବାଇକ ଜବତ କରିଥିଲେ। ଉଭୟ ବେପାରୀ ହେଉଛନ୍ତି ଆଡିଆ ଗ୍ରାମର ଧନେଶ୍ୱର ଦାସ ଓ ପଦି ଗ୍ରାମର ଲମ୍ବୋଦର ଯେନା। ଏନେଇ ଥାନାେରେ ଏକ ମାମଲା (ନଂ.୪୪/୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri