ଦେଶ ଚାଲିବ‘ଜନ୍‌ କି ବାତ୍‌’ରେ ନୁହେଁ ‘ମନ୍‌ କି ବାତ୍‌’ରେ : ଉଦ୍ଧବ

ମୁମ୍ବାଇ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଉପରେ ସାରା ଦେଶର ନଜର ଥିବା ବେଳେ ପୁଣିଥରେ ବିଜୟ ଦ୍ୱାରରେ ଠିଆ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ। କିଛି ଆସନର ଫଳାଫଳ ଆସିଥିବା ବେଳେ ଏଏପି ଏଥର ବହୁମତରେ ବିଜୟ ଲାଭ କରିବ ବୋଲି ସ୍ପଷ୍ଟ ବାରି ହୋଇପଡୁଛି। ଏହାକୁ ଦେଖି ଏବେ କେଜରିଓ୍ବାଲଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛାର ସୁଅ। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଏଏପିର ସଫଳତାକୁ ନେଇ କେଜରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଉଦ୍ଧବ ଏହାସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କିହିଛନ୍ତି, ଦେଶ ଚାଲିବ ‘ଜନ୍‌ କି ବାତ୍‌’ରେ ନୁହେଁ  ‘ମନ୍‌ କି ବାତ୍‌’ରେ। ଅର୍ଥାତ୍‌ ମୋଦିଙ୍କ ‘ମନ୍‌ କି ବାତ୍‌’କୁ ସେ ସିଧାସଳଖ ଟାର୍ଗେଟ କରି ଏହା କହିଛନ୍ତି। ଭାଜପା କେଜରିଓ୍ବାଲଙ୍କୁ ଜଣେ ଆତଙ୍କବାଦୀ ବୋଲି କହିଲା ସତ ହେଲେ ତାଙ୍କୁ ହରାଇ ପାରିଲେନି ବୋଲି ଉଦ୍ଧବ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri