ଦେଶ ପାଇଁ ଆବଶ୍ୟକ ଜଣେ ଭଲ ପ୍ରଧାନମନ୍ତ୍ରୀ; ଚୌକିଦାର ନୁହେଁ: ପ୍ରକାଶ ରାଜ୍‌

ପାଟନା,୨୮।୪: ଦେଶ ପାଇଁ ଜଣେ ପ୍ରଧାନମନ୍ତ୍ରୀଙ୍କ ଆବଶ୍ୟକ; ଚୌକିଦାର ନୁହେଁ। ଚୌକିଦାର ଖୋଜିବା ଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ନ ଥାଏ। ଚୌକିଦାର ୧୦ ରୁ ୧୫ ହଜାର ଟଙ୍କାରେ ମିଳିଥାନ୍ତି। ଏହାଛଡା ଚୌକିଦାର ବାଛିବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାର ଆବଶ୍ୟକତା ନ ଥାଏ ବୋଲି ସିନେମା ଷ୍ଟାଇଲ୍‌ରେ କହିଛନ୍ତି ଅଭିନେତା ପ୍ରକାଶ ରାଜ୍‌। ବେଗୁସରାଇ ଲୋକ ସଭା ଆସନର ସିପିଆଇ ପ୍ରାର୍ଥୀ କହ୍ନେୟା କୁମାରଙ୍କ ପାଇଁ ନିର୍ବାଚନ ପ୍ରଚାର କରି ପ୍ରକାଶ ଏଭଳି ମନ୍ତବ୍ୟ ଦେଇ ଭାଜପାକୁ କରିଛନ୍ତି ଟାର୍ଗେଟ୍‌। ଦେଶର ଯୁବ ବର୍ଗଙ୍କ ଲାଗି ନିଯୁକ୍ତି ସୁଯୋଗର ଅଭାବ ରହିଛି। ଏପରିସ୍ଥଳେ ନିଜକୁ ଚୌକିଦାର କହୁଥିବା ଲୋକେ ଦେଶ ଜନତାଙ୍କ ବିନା ଅନୁମତିରେ ୩ ହଜାର କୋଟି ଟଙ୍କା ମୂର୍ତ୍ତି ନିର୍ମାଣ କରି ସେଲଫି ନେବା ଅତି ଦୁଃଖର କଥା ବୋଲି ପ୍ରକାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri