ଦ୍ୱାଦଶ ବାର୍ଷିକ ଜ୍ଞାନ ବିଜ୍ଞାନ ମେଳା

ଯାଜପୁର ରୋଡ,୨୪।୮(ନି.ପ୍ର.)- ମୁଣ୍ଡମାଳସ୍ଥିତ ସରସ୍ବତି ଶିଶୁ ବିଦ୍ୟାମନ୍ଦିରରେ ଗୁରୁବାର ଦ୍ୱାଦଶ ବିଂଶ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହାକୁ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରଧ୍ୟାପକ ସନ୍ତୋଷ କୁମାର ରଥ ଉଦ୍‌ଘାଟନ କରିଥିଲେ। ଶିଶୁ ମନ୍ଦିରର ସଭାପତି ଦିଗନ୍ତ କୁମାର ରାଉତ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଅଭିମନ୍ୟୁ ଦାସ ଅତିଥି ପରିଚୟ ପ୍ରଦାନ କରିଥିଲେ। ସମ୍ପାଦକ ଦିଲୀପ କୁମାର ଜେନା କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ପୂର୍ବତନ ସଭାପତି ଯୁଗଳ କିର୍ଷ୍ଣ ମିଶ୍ର, ସଦସ୍ୟା କବିତା ପଲାର୍‌, କାର୍ଣ୍ଣିମୟୀ ମାଣ୍ଡି ଉପସ୍ଥିତ ଥିଲେ। ଏହି ମେଳାରେ ୨୦୦ରୁ ଅଧିକ ପ୍ରକଳ୍ପ ପ୍ରଦର୍ଶିତ କରାଯାଇଥିଲା। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନିଶିକାନ୍ତ ମହାପାତ୍ର ଓ ଦୀପକ କୁମାର ରାଉତ ପ୍ରତିଯୋଗୀଙ୍କୁ ପୁରଷ୍କୃତ କରିଥିଲେ। ନରେନ୍ଦ୍ର କୁମାର ଦାସ, ରାଜକୃର୍ଷ୍ଣ ପାଳ, ନିର୍ମଳ ଚନ୍ଦ୍ର ମିଶ୍ର ପ୍ରମୁଖ ବହୁ ଶିକ୍ଷୟିତ୍ରୀ ଓ ଶିକ୍ଷକ ମେଳା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା,୨୯।୩ (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri