ଦ୍ୱାରଶୁଣି ଘାଟିରୁ ଖସିଲା ଟ୍ରକଜଣେ ମୃତ,୧ ଗୁରୁତର

ବାଙ୍ଗିରିପୋଷି,୧୩ା୮(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ରବିବାର ବିଳମ୍ବିତ ରାତିରେ କଲିକତା ଅଭିମୁଖେ ଯାଉଥିବା ଏକ ଟ୍ରକ ୫୦ ଫୁଟ ତଳକୁ ଖସି ପଡିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ବିହାର ରାଜ୍ୟ କେକରିତେଲି ଅଞ୍ଚଳର ଡ୍ରାଇଭର ପ୍ରମୋଦ ଯାଦବ(୩୦)। ଆହତ ଜଣକ ସେବକ ଯାଦବ(୨୫) ବୋଲି ଜଣାପଡିଛି। ଖବର ପାଇ ବାଙ୍ଗିରିପୋଷି ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri