Posted inଖେଳ

ଦ୍ୱିତୀୟ ଆଶେସ ଟେଷ୍ଟ: ଇଂଲଣ୍ଡ ଦଳରୁ ମୋଇନ୍‌ ବାଦ୍‌

ଲଡର୍‌ସ,୧୦।୮- ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଆଶେସ୍‌ ଟେଷ୍ଟ ମ୍ୟାଚ୍‌ ପାଇଁ ଇଂଲଣ୍ଡ ଏକ ୧୨ ଜଣିଆ ଦଳ ଘୋଷଣା କରିଛି। ଏହି ଦଳରୁ ଅଲରାଉଣ୍ଡର ମୋଇନ ଅଲିଙ୍କୁ ବାଦ୍‌ ଦିଆଯାଇଛି। ମୋଇନଙ୍କ ସମେତ ଅଭିଜ୍ଞ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଏବଂ ଓଲି ଷ୍ଟୋନ୍‌ଙ୍କ୍‌ୁ ମଧ୍ୟ ଦଳରୁ ବାଦ୍‌ ଦିଆଯାଇଛି। ଦୁର୍ବଳ ଫର୍ମ ପାଇଁ ମୋଇନଙ୍କୁ ବାଦ୍‌ ଦିଆଯାଇଛି। ସେ ଗତ ୮ଟି ଟେଷ୍ଟ ଇନିଂସରେ ୪ଥର ଖାତା ଖୋଲିପାରି ନ ଥିଲେ। ସେହିପରି ଇଞ୍ଜୁରି କାରଣରୁ ଆଣ୍ଡରସନ ଓ ଷ୍ଟୋନ ବାଦ୍‌ ପଡିଛନ୍ତି। ମୋଇନଙ୍କ ସ୍ଥାନରେ ଜ୍ୟାକ୍‌ ଲିଚ୍‌ଙ୍କୁ ଦଳରେ ସାମିଲ କରାଯାଇଛି। ଗତ ମାସରେ ଅନୁଷ୍ଠିତ ଆୟର୍ଲାଣ୍ଡ ବିପକ୍ଷ ଏକମାତ୍ର ଟେଷ୍ଟରେ ଦମ୍‌ଦାର ପ୍ରଦର୍ଶନ କରି ଲିଚ୍‌ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ହୋଇଥିଲେ। ଯୁବ ଦ୍ରୁତ ବୋଲର ଜୋଫ୍ରା ଆର୍ଚରଙ୍କୁ ସୁଯୋଗ ଦିଆଯାଇଛି। ଫଳରେ ଆର୍ଚର ପ୍ରଥମ ଆଶେସ୍‌ ଟେଷ୍ଟ ଖେଳିବା ସ୍ପଷ୍ଟ ହୋଇଛି।
ଘୋଷିତ ଇଂଲଣ୍ଡ ଦଳ: ଜୋ ରୁଟ (ଅଧିନାୟକ), ଜୋଫ୍ରା ଆର୍ଚର, ଜନ୍ନି ବେୟାରଷ୍ଟୋ, ଷ୍ଟୁଆର୍ଟ ବ୍ରଡ, ରୋରି ବନର୍‌ସ, ଜୋସ୍‌ ବଟଲର, ସାମ କୁରାନ, ଜୋ ଡେନଲି, ଜ୍ୟାକ୍‌ ଲିଚ୍‌, ଜାସନ ରୟ, ବେନ୍‌ ଷ୍ଟୋକ୍ସ ଓ କ୍ରିସ୍‌ ଓ୍ବକ୍ସ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri