ଦ୍ୱିତୀୟ ପର୍ଯ୍ୟାୟରେ ୭୨ହଜାର ୪୭ଟଙ୍କା ସହାୟତା ରାଶି ପ୍ରଦାନ

ସିମୁଳିଆ,୧୯ା୪(ଡି.ଏନ.ଏ.)-କରୋନା ସହାୟତା ପାଇଁ ବାଲେଶ୍ୱର ଜିଲା ସିମୁଳିଆବାସୀ ପ୍ରୟାସ ଜାରି ରଖିଛନ୍ତି। ଶନିବାର ସିମୁଳିଆ ବ୍ଲକର ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୨୨ହଜାର ୫ଶହ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ପ୍ରଦାନ କରାଯାଇଛି ।  ବରିଷ୍ଠ ମଞ୍ଚର ସଭାପତି ଚତୁର୍ଭୂଜ ପାଣିଗ୍ରାହୀ, ଉପସଭାପତି ବୀରେନ୍ଦ୍ର କୁମାର ନାୟକ, ସମ୍ପାଦକ ମହେନ୍ଦ୍ରନାଥ ମହାପାତ୍ର, ପଦ୍ମଲୋଚନ ସାହୁ, ହରିନାରାୟଣ ପଣ୍ଡା, ଦୀନବନ୍ଧୁ ପାଢୀ ପ୍ରମୁଖ ଏହି ଅର୍ଥରାଶିକୁ ବିଡିଓ ଡ. ନରହରି ବେହେରାଙ୍କୁ ପ୍ରଦାନ କରିଥିଲେ ।  ସେହିପରି ମାର୍କୋଣା ସରସ୍ବତୀ ଶିଶୁ ମନ୍ଦିରର ନବମ ଶ୍ରେଣୀର ଛାତ୍ରୀ ଅଭିପ୍ସା ମିଶ୍ର ନିଜ ସଞ୍ଚିତ ରାଶି ୧୧ଶହ ୨ଟଙ୍କା ବିଡିଓଙ୍କୁ ପ୍ରଦାନ କରିଛନ୍ତି । ମାର୍କୋଣା କାନାରା ବ୍ୟାଙ୍କର ପୂର୍ବତନ ଶାଖା ଅଧିକାରୀ ତଥା ମାର୍କୋଣା ଅଞ୍ଚଳର ତପନ କୁମାର ଦାସ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ହଜାର ଓ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୨ହଜାର ୧ଟଙ୍କା ପ୍ରଦାନ କରିଛନ୍ତି। ସେହିପରି କଟକ ବଡ ମେଡିକାଲର ଅବସରପ୍ରାପ୍ତ ବରିଷ୍ଠ ଷ୍ଟାଫନର୍ସ ତଥା ମାର୍କୋଣା ଅଞ୍ଚଳର ଜୟନ୍ତୀରାଣୀ ପାଢୀ ଓ ତାଙ୍କ ସ୍ବାମୀ ବରିଷ୍ଠ ଖବରଦାତା ଓ ସାମାଜିକ କର୍ମୀ ହରିଶଚନ୍ଦ୍ର ସ ଉଭୟ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ମୋଟ ୨୪ହଜାର ୨ଶହ ୨୨ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି ା ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ ଜନସାଧାରଣଙ୍କ ପକ୍ଷରୁ ୧ଲକ୍ଷ ୫ହଜାର ଟଙ୍କା ପ୍ରଦାନ କରାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୭୨ହଜାର ୪୭ଟଙ୍କା ପ୍ରଦାନ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?