Posted inଜାତୀୟ

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ୪ଶହ ୧୮ ପ୍ରାର୍ଥୀଙ୍କ ନାମରେ ଆପରାଧୀକ ମାମଲା

ନୂଆଦିଲ୍ଲୀ,୧୭।୪: ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ଏପ୍ରିଲ୍‌ ୧୮ରେ ୧୩ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳର ୯୭ ଲୋକ ସଭା ଆସନରେ ମତଦାନ କରାଯିବ। ଏହି ପର୍ଯ୍ୟାୟରେ ମଇଦାନରେ ୧୬ଶହ ୪୪ ପ୍ରାର୍ଥୀ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୫ଶହ ୯୦ ଜଣଙ୍କର ସତ୍ୟପାଠ ଯାଞ୍ଚ୍‌ କରାଯାଇଛି। ପ୍ରାର୍ଥୀଙ୍କ ମଧ୍ୟରୁ ୪ ଶହ ୧୮ଙ୍କ ନାମରେ ରହିଛି ବିଭିନ୍ନ ଆପରାଧୀକ ମାମଲା। ୨ଶହ ୫୧ ଜଣଙ୍କ ନାମରେ ସାଧାରଣ ଆପରାଧୀକ ମାମଲା ରହିଥିବାବେଳେ ଶହେ ୬୭ଜଣଙ୍କ ନାମରେ ରହିଛି ଗୁରୁତରା ଆପରାଧୀକ ମାମଲା। ଏହି ପର୍ଯ୍ୟାୟରେ ୬ ଜଣ ପ୍ରାର୍ଥୀ ସତ୍ୟପାଠରେ କୌଣସି ତଥ୍ୟ ଦେଇ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

ମହଙ୍ଗା ମାଡ଼ରୁ ରକ୍ଷା ନାହିଁ; ସାଇତି ରଖନ୍ତୁ ଟମାଟୋ, ପୁଣି ବଢ଼ିଲା ଦର…

ନୂଆଦିଲ୍ଲୀ,୪ା୭: ରୋଷେଇ ଘରେ ପ୍ରତିଦିନ ବ୍ୟବହାର ହେଉଥିବା ଟମାଟୋ ପୁଣି ଥରେ ଲୋକଙ୍କ ବଜେଟ୍ ଉପରେ ପ୍ରଭାବ ପକାଇବା ଆରମ୍ଭ କଲାଣି। ଦେଶର ଅନେକ ରାଜ୍ୟରେ ଏହାର…

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

କୋଲକାତା,୪।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ…

୨୦୦-୫୦୦ ଟଙ୍କିଆ ନୋଟ୍‌କୁ ନେଇ RBIର ବଡ଼ ଆଲର୍ଟ; ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪।୭: ବଜାରରୁ କିଣାକିଣି କରିବା ପରେ ମିଳୁଥିବା ଖୁଚୁରା ପଇସାର ଯାଞ୍ଚ ଆମେ ପ୍ରାୟତଃ ତରତରରେ କରିନଥାଉ। କିନ୍ତୁ ଜାଲ ନୋଟର ବଢୁଥିବା ଚଳନ ମଧ୍ୟରେ ଆପଣଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri