Categories: Video

ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ, କୋହଳ ହେଲା ଏହିସବୁ କଟକଣା

ଓଡ଼ିଶା ସରକାର ଏହି ଅବଧିକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବଡାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇସାରିଛନ୍ତି । ନିର୍ଦ୍ଦେଶ ଅନୁଯାୟୀ ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ ଏପ୍ରିଲ ୧୫ରୁ ଆରମ୍ଭ ହେବ । ତେବେ ଏହି ସମୟରେ କିଛି କଟକଣାକୁ କୋହଳ କରାଯାଇଛି। ଆଜି ଭୁବନେଶ୍ୱରର ଗୀତଗୋବିନ୍ଦ ଭବନରେ ଏକ ସାମ୍ବାଦିକ ସମ୍ମିଳନୀରେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଏନେଇ ସମସ୍ତ ସୂଚନା ଦେଇଛନ୍ତି।