ଦ ଜୋୟା ଫ୍ୟାକ୍ଟର: ସୋନମ କପୁର ଶେୟାର କଲେ ମୋଶନ ପୋଷ୍ଟର

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନମ କପୁର ତାଙ୍କ ଅପ୍‌କମିଙ୍ଗ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟର’କୁ ନେଇ ଅଛନ୍ତି ଚର୍ଚ୍ଚାରେ। ନିକଟରେ ଏହାର ଫାଷ୍ଟ ଲୁକ୍‌ ରିଲିଜ୍‌ ହୋଇଥିବା ବେଳେ ଦର୍ଶକେ ଏହାକୁ ବେଶ୍‌ ପସନ୍ଦ କରିଥିଲେ। ଏବେ ଏହାର ଏକ ମୋଶନ୍‌ ପୋଷ୍ଟର ଶେୟାର କରିଛନ୍ତି ସୋନମ। ଆଉ ଏହି ପୋଷ୍ଟରକୁ ଦେଖିବା ପରେ ଦର୍ଶକଙ୍କ ମଧ୍ୟରେ ଫିଲ୍ମକୁ ନେଇ ଆଗ୍ରହ ପ୍ରକାଶ ପାଇଥିବା ଦେଖା ଦେଇଛି। ବୁଧବାର ସୋନମ ଏହି ମୋଶନ୍‌ ପୋଷ୍ଟରଟି ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫିଲ୍ମରେ ସେ ଦଲକିର ସମଲମାନଙ୍କ ସହ ନଜର ଆସିବେ। ଦଲକିରଙ୍କର ଏହା ଡେବ୍ୟୁ ଫଇଲ୍ମ ହୋଇଥିବା ବେଳେ ଏହା ଅନୁଜା ଚୌହାନଙ୍କ ସବୁଠାରୁ ଅଧିକ ବିକ୍ରି ହୋଇଥିବା ଉପନ୍ୟାସ ‘ଦ ଜୋୟା ଫ୍ୟାକ୍ଟର’ ଉପରେ ଆଧାରିତ। ଅଭିଶେକ ଶର୍ମା ଫିଲ୍ମର ନିର୍ଦ୍ଦେଶନା ଭାର ସମ୍ଭାଳିଥିବା ବେଳେ ଏହା ଆସନ୍ତା ସେପ୍ଟେମ୍ବର ୨୦ରେ ରିଲିଜ୍‌ ହେବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥିରତାକୁ ଗୁରୁତ୍ୱ

ସିବିଆଇ ନିର୍ଦ୍ଦେଶକ ଭାବରେ ପ୍ରବୀଣ ସୁଦ୍‌ଙ୍କ କାର୍ଯ୍ୟକାଳ ଆଉ ୧ବର୍ଷ ବଢ଼ିିବା ଅପ୍ରତ୍ୟାଶିତ ନ ଥିଲା। ଔପଚାରିକ ଭାବରେ, ସରକାର ନିରନ୍ତରତା ଏବଂ ସ୍ଥିରତା ନାମରେ ଏହି…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ଟ୍ରମ୍ପ ପ୍ରଶାସନର ବଡ଼ ନିଷ୍ପତ୍ତି! ଗ୍ରୀନ କାର୍ଡ ନିୟମରେ ହେଲା ବଡ଼ ପରିବର୍ତ୍ତନ, ନୂଆ ସର୍ତ୍ତ ଶୁଣି ସଭିଏଁ ଆଶ୍ଚର୍ଯ୍ୟ

ଓ୍‌ବାଶିଂଟନ୍‌,୨୩।୫: ଆମେରିକାରେ ସ୍ଥାୟୀ ନାଗରିକତା କିମ୍ବା ଗ୍ରୀନ କାର୍ଡ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଭାରତୀୟଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଡୋନାଲ୍ଡ ଟ୍ରମ୍ପ…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri