Posted inଖେଳ

ଦ ହଣ୍ଡରେଡ୍‌: ସ୍ମିଥ, ଓ୍ବାର୍ନର ସବୁଠୁ ଦାମୀ ଖେଳାଳି

ଲଣ୍ଡନ,୧୬।୧୦(ପି.ଟି.)- ଆସନ୍ତା ବର୍ଷ ଜୁଲାଇରେ ହେବାକୁ ଥିବା ଭିନ୍ନ କ୍ରିକେଟ ଲିଗ୍‌ ‘ଦ ହଣ୍ଡରେଡ୍‌’ର ଖେଳାଳିଙ୍କ ଡ୍ରାଫ୍ଟରେ ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ ଓ ଡେଭିଡ ଓ୍ବାର୍ନର ସବୁଠୁ ଦାମୀ ଖେଳାଳି। ଉଭୟ ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନଙ୍କ ବେସିକ୍‌ ପ୍ରାଇସ ୧.୨୫ ଲକ୍ଷ ପାଉଣ୍ଡ। ଭାରତୀୟ ମୂଦ୍ରାରେ ପ୍ରାୟ ୧.୧୪ କୋଟି ଟଙ୍କା। ବିବିସି ସ୍ପୋଟର୍‌ସ ଅନୁଯାୟୀ, ଏମାନଙ୍କ ବ୍ୟତୀତ ଓ୍ବେଷ୍ଟଇଣ୍ଡିଜର କ୍ରିସ ଗେଲ, ଶ୍ରୀଲଙ୍କାର ଲସିଥ ମାଲିଙ୍ଗା ଓ ଦକ୍ଷିଣ ଆଫ୍ରିକାର କାଗିସୋ ରବାଡାଙ୍କ ବେସ ପ୍ରାଇସ ମଧ୍ୟ ସମାନ ରହିଛି। ବାଂଲାଦେଶର ଅଲରାଉଣ୍ଡର ସାକିବ ଅଲ ହାସନ, ପାକିସ୍ତାନ ପେସର ମହମ୍ମଦ ଅମିର ଓ ନ୍ୟୁଜିଲାଣ୍ଡ ପେସର ଟ୍ରେଣ୍ଟ ବୋଲ୍ଟଙ୍କ ଭଳି ଆଉ କିଛି ଅନ୍ତର୍ଜାତୀୟ ଖେଳାଳି ଦ୍ୱିତୀୟ ଗ୍ରୁପରେ ସ୍ଥାନ ପାଇଛନ୍ତି। ଏହି ତାଲିକାରେ ସ୍ଥାନ ପାଇଥିବା ଖେଳାଳିଙ୍କ ବେସ ପ୍ରାଇସ ୧ ଲକ୍ଷ ପାଉଣ୍ଡ ରଖାଯାଇଛି। ଖେଳାଳିଙ୍କ ନିଲାମ ପ୍ରକ୍ରିୟା ରବିବାର ଅନୁଷ୍ଠିତ ହେବ। ମୋଟ ଉପରେ ୫୭୦ ଖେଳାଳି ଡ୍ରାଫ୍ଟରେ ସ୍ଥାନ ପାଇଛନ୍ତି। ସେମାନଙ୍କ ମଧ୍ୟରେ ୨୩୯ ବିଦେଶୀ ଖେଳାଳି ରହିଛନ୍ତି। ୧୦୦ ବଲ ବିଶିଷ୍ଟ ପ୍ରତିତଯୋଗିତାରେ ୮ ଦଳ ଜୁଲାଇ ୧୭ରୁ ଅଗଷ୍ଟ ୧୬ ତାରିଖ ପର୍ଯ୍ୟନ୍ତ ପ୍ରତିଦ୍ୱନ୍ଦ୍ୱିତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri